Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:3 - ପବିତ୍ର ବାଇବଲ (CL) NT (BSI)

3 କିନ୍ତୁ ସେହି ସ୍ୱର୍ଗୀୟ ଆବାସରେ ପ୍ରବେଶ କଲେ, ଆମେ ଶରୀରବିହୀନ ହେବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦେଖାଯିବୁ ନାହିଁ।

Gade chapit la Kopi




୨ କରିନ୍ଥୀୟ 5:3
6 Referans Kwoze  

ତେଣୁ ମୁଁ ତୁମକୁ ପରାମର୍ଶ ଦେଇଛି, ଧନବାନ ହେବା ପାଇଁ ମୋ’ଠାରୁ ବିଶୁଦ୍ଧ ସୁବର୍ଣ୍ଣ କ୍ରୟ କର - ତୁମ୍ଭମାନଙ୍କର ଲଜ୍ଜାକର ଉଲଗ୍ନତାକୁ ଆବୃତ କରିବା ପାଇଁ ମୋ’ ନିକଟରୁ ଶୁକ୍ଲ ବସ୍ତ୍ର କ୍ରୟ କର। ପୁଣି ଦୃଷ୍ଟିଶକ୍ତି ନିର୍ମଳ କରିବା ପାଇଁ କିଛି ଅଞ୍ଜନ କିଣି ଚକ୍ଷୁରେ ଲଗାଅ।


“ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।”


ଏହି ପାର୍ଥିବ ଆବାସରେ ରହି ଆମେ ସେହି ସ୍ୱର୍ଗୀୟ ଗୃହରୂପ ବସ୍ତ୍ର ପରିଧାନ କରିବାକୁ ଆର୍ତ୍ତାନାଦ କରୁଛୁ।


ଆମେ ଏହି ପାର୍ଥିବ ତମ୍ବୁରେ ରହିଥିଲାବେଳେ ଭାରାକ୍ରାନ୍ତ ହୃଦୟରେ ଅର୍ତ୍ତାନାଦ କରୁଛୁଁ। ପାର୍ଥିବ ଶରୀର ପରିତ୍ୟାଗ କରିବା ଆମର ଅଭିପ୍ରାୟ ନୁହେଁ, ମାତ୍ର ଆମେ ଚାହୁଁ, ସ୍ୱର୍ଗୀୟ ବସ୍ତ୍ର ପରିଧାନ କରିବା ସ୍ୱରା ଆମର ଏହି ମର ଶରୀର ଯେପରି ଅମରତ୍ୱରେ ଆଚ୍ଛାଦିତ ହେବ।


Swiv nou:

Piblisite


Piblisite