Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:3 - ପବିତ୍ର ବାଇବଲ (CL) NT (BSI)

3 ଯେଉଁ ସେବକତ୍ୱ ଆମେ ଗ୍ରହଣ କରିଛୁ, ତା’ର ଅପବାଦ ଯେପରି ନ ହୁଏ, ସେଥିପାଇଁ ଆମେ କାହାରି କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ନ କରିବାକୁ ଚେଷ୍ଟା କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,

Gade chapit la Kopi

ଓଡିଆ ବାଇବେଲ

3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ।

Gade chapit la Kopi




୨ କରିନ୍ଥୀୟ 6:3
11 Referans Kwoze  

ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।


ତୁମ୍ଭମାନଙ୍କଠାରୁ ଏପରି ଆଶା କରିବା ପାଇଁ ଅନ୍ୟମାନଙ୍କର ଅଧିକାର ଅଛି। ତେବେ ଆମ ଅଧିକାର କ’ଣ ସେମାନଙ୍କଠାରୁ ଅଧିକ ନୁହେଁ? ଆମେ ଏହି ଅଧିକାରକୁ ପ୍ରୟୋଗ କରି ନାହୁଁ। କିନ୍ତୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାରରେ କୌଣସି ବାଧା ସୃଷ୍ଟି ନ କରିବା ପାଇଁ ଆମେ ସବୁ ସହ୍ୟ କରି ଯାଉଛୁ।


କିନ୍ତୁ ଆମେ ଏବେ ସେମାନଙ୍କୁ ଅପମାନିତ କରିବାକୁ ଚାହୁଁନୁ। ତୁମେ ହ୍ରଦକୁ ଯାଇ ବନଶୀ ପକାଅ। ପ୍ରଥମେ ଯେଉଁ ମାଛଟି ପଡ଼ିବ, ତା’ ପାଟିରୁ ଗୋଟିଏ ମୁଦ୍ରା ପାଇବ। ତାହା ନେଇ ମୋ’ ପାଇଁ ଓ ତୁମ ପାଇଁ ଓ ତୁମ ପାଇଁ ମନ୍ଦିର-ଶୁଳକକ ଦେଇଦିଅ।”


ଯେଉଁମାନେ ବିଶ୍ୱାସରେ ଦୁର୍ବଳ, ସେମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ପରି ହୋଇଛି। ଯେ କୌଣସି ଉପାୟରେ କେତେକଙ୍କୁ ରକ୍ଷା କରିବା ପାଇଁ ମୁଁ ବିଭିନ୍ନ ଭାବରେ ଆଚରଣ କରିଛି।


ଉଦାର ଭାବରେ ଦିଆଯାଉଥିବା ଏହି ଦାନକୁ ଅତି ସତର୍କତାର ସହ ଆମେ ବ୍ୟବହାର କରୁଛୁ, ଯେପରି ଆମ ଉପରେ କେହି ଦୋଷାରୋପ କରି ନ ପାରେ।


ଜଗତରେ ଜୀବନ ଓ ବିଶେଷରେ ତୁମ୍ଭମାନଙ୍କ ସହିତ ଆମର ସର୍ମ୍ପକ ଈଶ୍ୱରଦତ୍ତ ପବିତ୍ରତା ଓ ବିଶ୍ବସ୍ତତା ଦ୍ୱାରା ପରିଚାଳିତ ବୋଲି ଆମ ବିବେକର ସାକ୍ଷ୍ୟ। ଏଥିପାଇଁ ଆମ ମନରେ ଗର୍ବ ହୁଏ। ମାନବିକ ଜ୍ଞାନରେ ନୁହେଁ, ମାତ୍ର ଐଶ୍ୱରିକ ଜ୍ଞାନରେ ଏହା କରିବାକୁ ଆମେ ସକ୍ଷମ ହୋଇଛୁ।


“ମୋ’ଠାରେ ବିଶ୍ୱାସ କରୁଥିବା ଏହି ଶିଶୁମାନଙ୍କ ମଧ୍ୟରୁ ଜଣକର ବିଶ୍ୱାସରେ ଯେ କେହି ବିଘ୍ନ ଘଟାଏ, ତା' ବେକରେ ଗୋଟିଏ ଚକି ପଥର ବାନ୍ଧି ତାକୁ ସମୁଦ୍ରରେ ପକାଇ ଦେବା ଶ୍ରେୟସ୍କର ହେବ।


ଫଳରେ ଆମ ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି। କେବଳ ସେତିକି ନୁହେଁ, ଯେଉଁ ଦେବୀ ଏସିଆରେ ଓ ସମଗ୍ର ପୃଥିବୀରେ ସମସ୍ତଙ୍କ ଦ୍ୱାରା ପୂଜା ପାଆନ୍ତି, ସେହି ବିଖ୍ୟାତ ଆର୍ତ୍ତେମୀ ଦେବୀଙ୍କ ମନ୍ଦିରର ଗୁରୁତ୍ୱ ଆଉ ରହିବ ନାହିଁ ଏବଂ ଆର୍ତ୍ତେମୀ ଦେବୀଙ୍କ ମର୍ଯ୍ୟାଦା କ୍ଷୁର୍ଣ୍ଣ ହେବ।”


Swiv nou:

Piblisite


Piblisite