Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:3 - ପବିତ୍ର ବାଇବଲ (CL) NT (BSI)

3 ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ।

Gade chapit la Kopi




୨ କରିନ୍ଥୀୟ 7:3
12 Referans Kwoze  

ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯୋଗୁଁ, ତୁମକୁ କେବଳ ଈଶ୍ୱରଙ୍କ ସୁସମାଚାରର ଅଂଶୀଦାର କରାଇ ନ ଥିଲୁ, ମାତ୍ର ତୁମ ନିମନ୍ତେ ନିଜକୁ ଦାନ କରିବାକୁ ମଧ୍ୟ ଆମେ ପ୍ରସ୍ତୁତ ଥିଲୁ। ତୁମେ ଆମର କେଡ଼େ ପ୍ରିୟ ନ ଥିଲ!


ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।


ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୋର ସର୍ବସ୍ୱ, ଏପରି କି ନିଜକୁ ଆନନ୍ସରେ ଉତ୍ସର୍ଗ କରିଦେବା ନିମନ୍ତେ ମୁଁ ପ୍ରସ୍ତୁତ। ମୁଁ ତୁମ୍ଭମାନଙ୍କୁ ଏତେ ଅଧିକ ପ୍ରେମ କରୁଛି ବୋଲି ତୁମ୍ଭେମାନେ ଏତେ ଅଧିକ ପେମ କରୁଛି ବୋଲି ତୁମ୍ଭେମାନେ କ’ଣ ମୋତେ ଏତେ ଅଳ୍ପ ପ୍ରେମ କରିବ?


ମୁଁ କାହିଁକି ଏପରି କହୁଛି? ମୁଁ କ’ଣ ତୁମ୍ଭମାନଙ୍କୁ ପ୍ରେମ କରେ ନାହିଁ? ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ ମୁଁ କେତେ ପ୍ରେମ କରେ।


ତୁମ୍ଭାନଙ୍କ ମଧ୍ୟରୁ ଯେ ଅନ୍ୟାୟ କରିଛି ବା ଯେ ଅନ୍ୟାୟ ସହିଛି, ତା’ ଉଦ୍ଦେଶ୍ୟରେ ମୁଁ ସେହି ଚିଠି ଲେଖି ନ ଥିଲି। ବରଂ ଈଶ୍ୱରଙ୍କ ଦୃଷ୍ଟିରେ ଆମ ପ୍ରତି ତୁମର ଭକ୍ତି କେତେ ଗଭୀର ଓ


ତୁମ୍ଭେମାନେ ହିଁ ଆମର ପରିଚୟ ପତ୍ରର, ଆମ ହୃଦୟ ଫଳକରେ ଲିଖିତ ଲିପି, ଯାହାକୁ ସମସ୍ତ ଜାଣନ୍ତୁ ଓ ପଢ଼ିପାରନ୍ତି।


ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ।


Swiv nou:

Piblisite


Piblisite