Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:3 - ପବିତ୍ର ବାଇବଲ (CL) NT (BSI)

3 ବର୍ତ୍ତମାନ ମୁଁ ଏହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି। ଦେଖ, ଏହି ସମୟରେ ଯେପରି ତୁମ୍ଭମାନଙ୍କ ସମ୍ପର୍କରେ ଆମର ଦର୍ପ ବୃଥା ନ ହୁଏ। ମୋ’ କହିବା ଅନପୁସାରେ ତୁମ୍ଭମାନଙ୍କ ଦାନ ସହ ପ୍ରସ୍ତୁତ ହୋଇ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ଵନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,

Gade chapit la Kopi

ଓଡିଆ ବାଇବେଲ

3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ।

Gade chapit la Kopi




୨ କରିନ୍ଥୀୟ 9:3
7 Referans Kwoze  

ତିତସଙ୍କ ସହାୟତାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାକୁ ଚଳେଇ ରଖିବା ପାଇଁ ଓ ଏହି ପ୍ରେମାପ୍ଳୁତ ସେବା କାର୍ଯ୍ୟରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ତିତସଙ୍କୁ ଅନୁରୋଧ କରିଛୁ।


ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।


ତାଙ୍କ ନିକଟରେ ତୁମ୍ଭମାନଙ୍କ ପାଇଁ ମୁଁ ଦର୍ପ କରିଛି। ଆଉ ସେଥିପାଇଁ ମୋ’ ମୁଣ୍ଡ ତଳକୁ ହୋଇଯାଇ ନାହିଁ। ଯେପରି ତୁମ୍ଭମାନଙ୍କ ନିକଟରେ ଆମେ ସବୁବେଳେ ସତ କହି ଆସିଛୁ, ସେହିପରି ତିତସଙ୍କ ନିକଟରେ ଆମେ କରିଥିବା ଦର୍ପ, ମିଥ୍ୟା ବୋଲି ପ୍ରମାଣିତ ହୋଇ ନାହିଁ।


ତୁମ୍ଭମାନଙ୍କ ଉପରେ ମୋର ଗର୍ବ ମଧ୍ୟ ଯଥେଷ୍ଟ। ଦୁଃଖ କଷ୍ଟ ସମୟରେ ମୁଁ ଅପୂର୍ବ ସାହାସ ଦେଖାଇଛି। ଆନନ୍ଦରେ ବିହ୍ୱଳ ହୋଇଛି।


Swiv nou:

Piblisite


Piblisite