୨ କରିନ୍ଥୀୟ 9:6 - ପବିତ୍ର ବାଇବଲ (CL) NT (BSI)6 ମନେରଖ, ଯେ ଅଳ୍ପ ବିହନ ବୁଣେ, ସେ ଅଳ୍ପ ଫଦଲ ଅମଳ କରିବ; ଯେ ବେଶୀ ବିହନ ବୁଣେ, ସେ ବେଶୀ ଫସଲ ଅମଳ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। Gade chapit laଓଡିଆ ବାଇବେଲ6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। Gade chapit laପବିତ୍ର ବାଇବଲ6 ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ। Gade chapit la |
ତୁମେ ପ୍ରତିଶ୍ରୁତି ଦେଇଥିବା ଦାନ ସଂଗ୍ରହ କରିବା ପାଇଁ ଏହି ଭାଇମାନଙ୍କୁ ମୋ’ ଯିବା ଆଗରୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ଆବଶ୍ୟକ ମନେକଲଇ। ତାହାହେଲେ, ମୁଁ ତୁମ୍ଭମାନଙ୍କ ନିକଟରେ ପହଞ୍ଚିବା ବେଳକୁ ଏହି ଦାନ ସଂଗ୍ରହ ହୋଇ ରଖାଯାଇଥିବା। ଏହାଦ୍ୱାରା ତୁମ୍ଭେମାନେ ନିପକଟରେ ପହଞ୍ଚିବା ବେଳକୁ ଏହି ଦାନ ସଂଗ୍ରହ ହୋଇ ରଖାଯାଇଥିବ। ଏହାଦ୍ୱାରା ତୁମ୍ଭେମାନେ ବାଧ୍ୟତାମୂଳକଭାବେ ନ ଦେଇ ସ୍ୱତଃପ୍ରବୃତ୍ତ ହୋଇ ଦେଉଛ ବୋଲଇ ପ୍ରକାଶ ପାଇବ।