Biblia Todo Logo
Bib sou entènèt

- Piblisite -




୨ ଯୋହନ 1:12 - ପବିତ୍ର ବାଇବଲ (CL) NT (BSI)

12 ମୋର ତୁମ୍ଭମାନଙ୍କୁ ଅନେକ କଥା କହିବାର ଅଛି- କିନ୍ତୁ କାଗଜ ଓ କାଳିରେ ସେ ସବୁ ଏବେ ମୁଁ କହିବାକୁ ଚାହେଁ ନାହିଁ। ତୁମ୍ଭମାନଙ୍କ ନିକଟକୁ ଆସି ବ୍ୟକ୍ତିଗତ ଭାବରେ କଥାବାର୍ତ୍ତା ହେବାର ଆଶା ମୁଁ ରଖିଛି। ତାହା କରି ପାରିଲେ, ଆମେ ସମ୍ପୁର୍ଣ୍ଣ ସୁଖୀ ହେବା।।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।

Gade chapit la Kopi

ପବିତ୍ର ବାଇବଲ

12 ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।

Gade chapit la Kopi




୨ ଯୋହନ 1:12
15 Referans Kwoze  

“ତୁମ୍ଭମାନଙ୍କୁ ମୋର ଆହୁରି ଅନେକ କିଛି କହିବାର ଅଛି, କିନ୍ତୁ ବର୍ତ୍ତମାନ ତାହା ସବୁ ତୁମ୍ଭମାନଙ୍କ ପକ୍ଷେ ଅସହ୍ୟ ହେବ।


“ମୁଁ ତୁମ୍ଭମାନଙ୍କୁ ଏହି ଶିକ୍ଷା ଦେଉଛି, ତୁମେ ଯେପରି ମୋର ଆନନ୍ଦ ଲାଭ କରି ଆନନ୍ଦର ପରିପୂର୍ଣ୍ଣତା ଅନୁଭବ କରିବ।


ଓ ତୁମବ ହୃଦୟ ଆନ୍ଦରେ ପରିପୂର୍ଣ୍ଣ ହେବ ବୋଲି ଆଶା।


ପୁଣି, ଈଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ପଠାଇ ଦିଅନ୍ତୁ, ତୁମ୍ଭେମାନେ ମୋ’ ପାଇଁ ଏହି ପ୍ରାର୍ଥନା କରୁଥାଅ। ଏହା ତୁମ୍ଭମାନଙ୍କ ନିକଟରେ ମୋର ଆନ୍ତରିକ ନିବେଦନ।


ସ୍ପେନ୍ ଯିବା ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି ବୋଲି ଭାବିଛି। ତୁମ୍ଭମାନଙ୍କ ନିକଟରେ କିଛି ସମୟ ଅତିବାହିତ କରିବା ପରେ ତୁମ୍ଭମାନଙ୍କ ସାହାଯ୍ୟରେ ସ୍ପେନ୍ ଚାଲିଯିବ।


ବର୍ତ୍ତମାନ ତୁମ ନିକଟକୁ ଆସୁଛି, କିନ୍ତୁ ଜଗତରେ ଥାଉଁ ଥାଉଁ ମୋର ଆନନ୍ଦରେ ସେମାନଙ୍କ ହୃଦୟ ପୂର୍ଣ୍ଣ କରିବା ପାଇଁ ମୁଁ ଆଜି ଏହି ସବୁ କଥା କହୁଛି।


ଏ ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ନାମରେ କିଛି ମାଗି ନାହଁ। ବର୍ତ୍ତମାନଠାରୁ ମାଗ, ନିଶ୍ଚୟ ପାଳକ ଓ ତୁମ୍ଭେମାନେ ସମ୍ପୂର୍ଣ୍ଣଭାବେ ସୁଖୀ ହେବ।


ଆମ ଭାଇ ତୀମଥି କାରାଗାରରୁ ମୁକ୍ତି ପାଇଛନ୍ତି ବୋଲି ଜାଣିବ। ସେ ଯଦି ଶୀଘ୍ର ଆସନ୍ତି, ତେବେ ମୁଁ ତାଙ୍କୁ ସଙ୍ଗରେ ନେଇ ତୁମ୍ଭମାନଙ୍କ ନିକଟକୁ ଯିବି।


ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।


ତୁମର ଅଶ୍ରୁଧାରା ମୋର ମନେ ଅଛି ଏବଂ ତୁମକୁ ଦେଖି ସୁଖୀ ହେବା ପାଇଁ ମୁଁ ଉକ୍ରଣ୍ଠିତ।


ମୋର ଏ କଥାର ତୁମ୍ଭେମାନେ ସାକ୍ଷୀ। ନବବଧୂ କେବଳ ବରର ନିଜସ୍ୱ। କିନ୍ତୁ ପାଶ୍ୱର୍ରେ ଠିଆ ହୋଇଥିବା ବରର ବନ୍ଧୁ ତା’ କଥା ଶୁଣି ଉତ୍ଫୁଲ ହୁଏ। ଏହି ପରିପୂର୍ଣ୍ଣ ଆନନ୍ଦ ମୁଁ ଏବେ ଉପଭୋଗ କରୁଛି।


ମୁଁ ସେଠାକୁ ଆସିଲେ, ସେ ଯାହା କରୁଛନ୍ତି, ସବୁ ପ୍ରଶାଶ କରିଦେବି- ଆମ ସମ୍ପର୍କରେ ସେ କେଡ଼େ ଜଘନ୍ୟ କୁତ୍ସା ରଟନା କରୁଛନ୍ତି ଓ କେତେ ମିଧ୍ୟା କହୁଛନ୍ତି, ସେ ସବୁ ପଦାରେ ପଡ଼ିଯିବ। ସେତିକି କେବଳ ନୁହେଁ, ସେ ଖ୍ରୀଷ୍ଟବିଶ୍ୱାସୀ ଭାଇମାନଙ୍କର ଆତିଥ୍ୟ କରୁ ନାହାଁନ୍ତି କିମ୍ବା ତାହା କରିବାକୁ ଅନ୍ୟ କାହାକୁ ଛାଡ଼ି ଦେଉ ନାହିଁନ୍ତି ଏବଂ ଯେଉଁମାନେ ତାହା କରିବାକୁ ଯାଉଛନ୍ତି, ସେମାନଙ୍କୁ ମଣ୍ଡଳୀରୁ ବହିଷ୍କାର କରିବାକୁ ଚେଷ୍ଟା କରୁଛନ୍ତି।


Swiv nou:

Piblisite


Piblisite