୨ ଯୋହନ 1:2 - ପବିତ୍ର ବାଇବଲ (CL) NT (BSI)2 ଆମ ଅନ୍ତରରେ ସେହି ସତ୍ୟ ରହିଛି ଓ ଚିରଦିନ ରହିଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Gade chapit laଓଡିଆ ବାଇବେଲ2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Gade chapit laପବିତ୍ର ବାଇବଲ2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ। Gade chapit la |
ପିଲାମାନେ! ଏପତ୍ର ତୁମ୍ଭମାନଙ୍କୁ ଲେଖୁଛି, କାରଣ ପରମ ପିତାଙ୍କୁ ତୁମେ ଜାଣିଛ। ପିତୃଗଣ! ତୁମ୍ଭମାନଙ୍କୁ ଏ ପତ୍ର ଲେଖୁଛି, କାରଣ ଯ।।ଙ୍କର ସ୍ଥିତି ଅନାଦି କାଳରୁ, ତୁମ୍ଭେମାନେ ତାଙ୍କୁ ଜାଣିଛ। ଯୁବ ସମାଜ! ତୁମ୍ଭମାନଙ୍କୁ ମଧ୍ୟ ଏ ପତ୍ର ଲେଖୁଛି, କାରଣ ତୁମ୍ଭେମାନେ ବଳିଷ୍ଠ, ଈଶ୍ୱରଙ୍କ ବାକ୍ୟ ତୁମ୍ଭମାନେ ଅନ୍ତରରେ ରହିଛି ଓ ତୁମ୍ଭେମାନେ ପାପାତ୍ମାକୁ ପରାସ୍ତକରୁଛ।