Biblia Todo Logo
Bib sou entènèt

- Piblisite -




୨ ପିତର 1:13 - ପବିତ୍ର ବାଇବଲ (CL) NT (BSI)

13 ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,

Gade chapit la Kopi

ପବିତ୍ର ବାଇବଲ

13 ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ।

Gade chapit la Kopi




୨ ପିତର 1:13
11 Referans Kwoze  

ପ୍ରିୟ ବନ୍ଧୁଗଣ, ତୁମ ପାଖକୁ ଲେଖିବା ଏହି ମୋର ଦ୍ୱିତୀୟ ପତ୍ର। ଉଭୟ ପତ୍ରରେ ଏହିସବୁ ବିଷୟ ସ୍ମରଣ କରାଇ ତୁମ୍ଭମାନଙ୍କ ମନରେ ପବିତ୍ର ଚିନ୍ତା ଉଦ୍ରେକ କରିବା ପାଇଁ ଚେଷ୍ଟା କରିଛି।


ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ସ୍ପଷ୍ଟ ସୂଚନା ପାଇଥିବା ଅନୁଯାୟୀ ଶୀଘ୍ର ଏହି ମରଶରୀର ତ୍ୟାଗ କରିବି ବୋଲି ମୁଁ ଜାଣେ।


କାରାଗାରରେ ଥିବା ଲୋକମାନଙ୍କ ସହିତ ତୁମେ ନିଜେ କାରାବାସ ଭୋଗ କରୁଥିବା ପରି ଭାବି ସେମାନଙ୍କୁ ସ୍ମରଣ କର। ଦୁଃଖ କ୍ଳେଶ ଭୋଗ କରୁଥିବା ଲୋକମାନଙ୍କ ସହିତ ସମଦୁଃଖ ଅନୁଭବ କରି ସେମାନଙ୍କୁ ସ୍ମରଣ କର।


ମୁଁ ତୁମ ଉପରେ ହସ୍ତାର୍ପଣ କଲାବେଳେ ତୁମେ ଈଶ୍ୱରଙ୍କଠାରୁ ଯେଉଁ ଶକ୍ତି ପାଇଥିଲ, ତାକୁ ସଜୀବ ରଖିବାକୁ ମୁଁ ତୁମକୁ ସ୍ମରଣ କରାଇ ଦେଇଛି।


ତେଣୁ ଆମେ ସାହସିକ, ପୁଣି ଏହି ଶରୀର ପରିତ୍ୟାଗ କରି ପ୍ରଭୁଙ୍କ ସହିତ ବାସ କରିବା ପାଇଁ ଆମେ ଅଧିକ ଉତ୍ସୁକ।


ଯଦିଚ ତୁମ୍ଭେମାନେ ଏ ସବୁ ବିଷୟ ଜାଣିଛ ଓ ତୁମେ ପ୍ରାପ୍ତ ହୋଇଥିବା ସତୃରେ ଦୃଢ଼ ପ୍ରତିଷ୍ଠିତ ହୋଇଛ, ଏହିସବୁ କଥା ମୁଁ ସବୁବେଳେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ଚାହେଁ।


ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ।


ଏବେ ମୋର ଏକାନ୍ତ ଇଚ୍ଛା - ମୁଁ ଯେପରି ଖ୍ରୀଷ୍ଟଙ୍କୁ ଜାଣିବି ଓ ତାଙ୍କ ପୁନରୁତ୍ଥାନର ଶକ୍ତି ଅନୁଭବ କରିବି; ତାଙ୍କ କ୍ଲେଶଭୋଗର ସମବେଦନା ଅନୁଭବ କରି ମୃତ୍ୟୁରେ ମଧ୍ୟ ତାଙ୍କ ପରି ହେବି


Swiv nou:

Piblisite


Piblisite