Biblia Todo Logo
Bib sou entènèt

- Piblisite -




୨ ପିତର 1:14 - ପବିତ୍ର ବାଇବଲ (CL) NT (BSI)

14 ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ସ୍ପଷ୍ଟ ସୂଚନା ପାଇଥିବା ଅନୁଯାୟୀ ଶୀଘ୍ର ଏହି ମରଶରୀର ତ୍ୟାଗ କରିବି ବୋଲି ମୁଁ ଜାଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ଵୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି।

Gade chapit la Kopi




୨ ପିତର 1:14
11 Referans Kwoze  

ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି।


“ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବା ପାଇଁ ମୁଁ ତୁମ ସମସ୍ତଙ୍କ ନିକଟକୁ ଯାଇଛି। ବର୍ତ୍ତମାନ ମୁଁ ଜାଣେ ଯେ, ତୁମ ମଧ୍ୟରୁ କେହି ମୋତେ ଆଉ ଥରେ ଦେଖିବ ନାହିଁ।


ଶିମୋନ ପିତର ପଚାରିଲେ: “ଆପଣ କେଉଁଠାକୁ ଯିବେ ପ୍ରଭୁ?” ଯୀଶୁ ଉତ୍ତର ଦେଲେ: “ମୁଁ ଯେଉଁଠିକି ଯିବି, ସେଠାକୁ ତୁମେ ବର୍ତ୍ତମାନ ଯାଇପାରିବ ନାହିଁ, କିନ୍ତୁ ପରେ ମୋର ଅନୁଗମନ କରିବ।”


ଆମେ ଜାଣୁ, ଯେଉଁ ପାର୍ଥିବ ଶରୀରରୂପ ତମ୍ବୁରେ ଆମେ ଏବେ ବାସ କରୁଛୁ, ତାହା ଧ୍ୱଂସ ପାଇଗଲେ, ଆମକୁ ଈଶ୍ୱର ସ୍ୱର୍ଗରେ ଏକ ଚିରସ୍ଥାୟୀ ଗୃହ ଯୋଗାଇ ଦେବେ। ତାହା ମନୁଷ୍ୟ ହସ୍ତନିମତ ନୁହେଁ- ସ୍ୱୟଂ ଈଶ୍ୱର ତାହାରନିର୍ମାତା।


ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ।


Swiv nou:

Piblisite


Piblisite