Biblia Todo Logo
Bib sou entènèt

- Piblisite -




୨ ପିତର 1:15 - ପବିତ୍ର ବାଇବଲ (CL) NT (BSI)

15 ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେମାନେ ଯେପରି ଏହିସବୁ ବିଷୟ ଚିରଦିନ ସ୍ମରଣରେ ରଖିବ, ଏହାର ବ୍ୟବସ୍ଥା କରିବାକୁ ମୁଁ ଯଥାସାଧ୍ୟ ଚେଷ୍ଟା କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହିସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯନି କରିବି।

Gade chapit la Kopi

ଓଡିଆ ବାଇବେଲ

15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।

Gade chapit la Kopi




୨ ପିତର 1:15
11 Referans Kwoze  

ଯଦିଚ ତୁମ୍ଭେମାନେ ଏ ସବୁ ବିଷୟ ଜାଣିଛ ଓ ତୁମେ ପ୍ରାପ୍ତ ହୋଇଥିବା ସତୃରେ ଦୃଢ଼ ପ୍ରତିଷ୍ଠିତ ହୋଇଛ, ଏହିସବୁ କଥା ମୁଁ ସବୁବେଳେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ଚାହେଁ।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଉଦ୍ଦେଶ୍ୟରେ କୟିନଙ୍କ ଅପେପକ୍ଷା ଉତ୍କୃଷ୍ଟର ନୈବେଦ୍ୟ ଉତ୍ସର୍ଗ କରିଥିଲେ। ନିଜ ବିଶ୍ୱାସ ବଳରେ ସେ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗଣ୍ୟ ହୋଇଥିଲେ, କାରଣ ଈଶ୍ୱର ନିଜେ ତାଙ୍କର ନୈବେଦ୍ୟ ଗ୍ରହଣ କରିଥିଲେ। ତାଙ୍କର ବିଶ୍ୱାସ ଯୋଗୁଁ, ହେବଲ ମୃତ ହେଲେ ସୁଦ୍ଧା ଏ ପର୍ଯ୍ୟନ୍ତ କଥା କହୁଛନ୍ତି।


ବହୁ ସାକ୍ଷୀଙ୍କ ଉପସ୍ଥିତିରେ ମୁଁ ପ୍ରଚାର କରିଥିବା ବିଷୟଗୁଡ଼ିକ ତୁମେ ଶୁଣିଛ। ଅନ୍ୟମାନଙ୍କୁ ଶିକ୍ଷା ଦେବା ପାଇଁ ଦକ୍ଷ ଓ ବିଶ୍ୱାସଯୋଗ୍ୟ ବ୍ୟକ୍ତିମାନଙ୍କୁ ଏ ସବୁ ବିଷୟ ଅବଗତ କରାଅ।


ସେମାନେ ସ୍ୱର୍ଗୀୟ ଗୌରବରେ ପରିପୂର୍ଣ୍ଣ ଥିଲେ। ଯିରୂଶାଲମରେ ମୃତ୍ୟୁ ଭୋଗ କରିବା ଦ୍ୱାରା ଯୀଶୁ କିପରି ଶୀଘ୍ର ପିତାଙ୍କ ଇଚ୍ଛା ପୂର୍ଣ୍ଣ କରିବେ, ସେ ବିଷୟରେ ସେମାନେ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ।


ଯଦି କେହି ତୁମ ବିରୁଦ୍ଧରେ ମୋକଦ୍ଦମା କରି ତୁମକୁ ବିଚାରାଳୟକୁ ନିଏ, ତେବେ ବିଚାରାଳୟକୁ ଯିବା ପୂର୍ବରୁ ତା’ ସହିତ ଆପୋଷ ନିଷ୍ପତ୍ତି କରିବାକୁ ପ୍ରାଣପଣ ଚେଷ୍ଟା କର। ଯଦି ତାହା ନ କର, ତେବେ ସେ ତୁମକୁ ବିଚାରପତିଙ୍କ ନିକଟକୁ ଟାଣି ନେବ ଓ ବିଚାରପତି ତୁମକୁ ଆରକ୍ଷୀ ହାତରେ ଦେବେ ଓ ସେ ତୁମକୁ କାରାଗାରରେ ନିକ୍ଷେପ କରିବେ।


ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି।


Swiv nou:

Piblisite


Piblisite