Biblia Todo Logo
Bib sou entènèt

- Piblisite -




୨ ପିତର 2:11 - ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କ ଅନେକ୍ଷା ଅଧିକ ବଳୀୟାନ ଓ ପରାକ୍ରମୀ ଦୂତମାନେ ସୁଦ୍ଧା ଈଶ୍ୱରଙ୍କ ଛାମୁରେ ଉକ୍ତ ଗୌରବମୟ ପ୍ରାଣୀମାନଙ୍କର ନିନ୍ଦା କରି ସେମାନଙ୍କୁ ଦେଷୀ କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନାରେ ସ୍ୱର୍ଗଦୂତମାନେ ଅତ୍ୟଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସେମାନେ କେବେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି ନାହିଁ ବା ସେମାନଙ୍କ ବିରୁଦ୍ଧରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।

Gade chapit la Kopi




୨ ପିତର 2:11
6 Referans Kwoze  

ପ୍ରଧାନ ସ୍ୱର୍ଗଦୂତ ମିଖାଏଲ ମଧ୍ୟ ଏପରି ଆଚରଣ କରି ନ ଥିଲେ। ମୋଶାଙ୍କ ସମାଧି ନେଇ ଶୟତାନ ସହିତ ତର୍କ ବିତର୍କ କରିବ ସମୟରେ ମିଖାଏଲ ଅପମାନସୂଚକ ଭାଷା ପ୍ରୟୋଗ କରି ଶୟତାନର ବିଚାର କରି ନ ଥିଲେ। ସେ କେବଳ କହିଥିଲେ, “ପ୍ରଭୁ ତୋତେ ଉର୍ତ୍ସନା କରନ୍ତୁ।”


ଈଶ୍ୱର ତୁମ ଦୁଃଖ ଭୋଗର ଅବସାନ ଘଟାଇ ଆମକୁ ମଧ୍ୟ ଆଶ୍ୱସ୍ତ କରିବେ। ଈଶ୍ୱର ଏହି କାର୍ଯ୍ୟ ସାଧନ କରିବେ, ଯେତେବେଳେ ପ୍ରଭୁ ଯୀଶୁ ତାଙ୍କର ମହାପରାକ୍ରାନ୍ତ ଦୂତମାନଙ୍କ ଗହଣରେ ସ୍ୱର୍ଗରୁ ଅବତରଣ କରିବେ।


ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା।


Swiv nou:

Piblisite


Piblisite