Biblia Todo Logo
Bib sou entènèt

- Piblisite -




୨ ପିତର 2:22 - ପବିତ୍ର ବାଇବଲ (CL) NT (BSI)

22 ସେମାନଙ୍କ ପ୍ରତି ଯାହା ଘଟିଛି, ସେଥିରୁ ଏହି ପ୍ରବାଦମାନଙ୍କର ସତ୍ୟତା ପ୍ରମାଣିତ ହେଉଛି: “କୁକୁର ଯାହା ବାନ୍ତି କରେ, ତାହାକୁ ପୁଣି ଖାଏ”, “ଘୁଷରିକୁ ଧୋଇ ଦେବା ପରେ ପୁଣି କାଦୁଅରେ ଲୋଟିବାକୁ ଯାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।

Gade chapit la Kopi

ଓଡିଆ ବାଇବେଲ

22 କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।

Gade chapit la Kopi

ପବିତ୍ର ବାଇବଲ

22 ସେହି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ୟ ପ୍ରବାଦ ଭଳି: “କୁକୁର ବାନ୍ତି କଲା ପରେ ପୁନର୍ବାର ତା’ ବାନ୍ତି ଖାଇବାକୁ ଆସେ” ଓ “ଘୁଷୁରିଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କରେ ଗଡ଼େ।”

Gade chapit la Kopi




୨ ପିତର 2:22
3 Referans Kwoze  

ଯୀଶୁ ଉଦାହରଣ ସ୍ୱରୂପେ ଏହି କଥା କହିଥିଲେ, କିନ୍ତୁ ତାହାର ଉଦ୍ଦେଶ୍ୟ ଲୋକମାନେ ବୁଝିପାରିଲେ ନାହିଁ।


Swiv nou:

Piblisite


Piblisite