Biblia Todo Logo
Bib sou entènèt

- Piblisite -




୨ ପିତର 2:9 - ପବିତ୍ର ବାଇବଲ (CL) NT (BSI)

9 ପ୍ରଭୁ ଜାଣନ୍ତି, କିପରି ଧାର୍ମିକ ଲୋକମାନଙ୍କୁ ସେମାନଙ୍କ ପରୀକ୍ଷାରୁ ରକ୍ଷା କରିବାକୁ ହେବ। ପୁଣି ଦୁଷ୍କର୍ମକାରୀମାନଙ୍କୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହିପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ଵ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ତର ଅଧୀନରେ ରଖିବାକୁ ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ।

Gade chapit la Kopi




୨ ପିତର 2:9
22 Referans Kwoze  

ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ।


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ।


କିନ୍ତୁ ବର୍ତ୍ତମାନ ଯେଉଁ ଆଶାଶମଣ୍ଡଳ ଓ ପୃଥବୀ ଅଛି, ତାହା ଈଶ୍ୱରଙ୍କ ଅନୁରୂପ ଆଜ୍ଞା ଦ୍ୱାରା ଅଗ୍ନିରେ ଧ୍ୱଂସ ପାଇବା ନିମନ୍ତେ ରଖାଯାଇଛି। ଯେଉଁ ଦିବସରେ ଅଧାର୍ମିକ ଲୋକମାନେ ବିଚରିତ ହୋଇ ବିନଷ୍ଟ ହେବେ, ସେହି ଦିନ ପର୍ଯ୍ୟନ୍ତ ତାହା ସୁରକ୍ଷିତ ହୋଇ ରହିବ।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।


କିନ୍ତୁ ତୁମେ ଦାମ୍ଭିକ ଓ କଠିନମନା। ତେଣୁ ଶେଷ ଦିନର ବିଚାରବେଳେ ତୁମେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଅଧିକ କଠୋର ଦଣ୍ଡ ପାଇବ।


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


“ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ।


ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।


Swiv nou:

Piblisite


Piblisite