୨ ପିତର 3:14 - ପବିତ୍ର ବାଇବଲ (CL) NT (BSI)14 ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର; Gade chapit laଓଡିଆ ବାଇବେଲ14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର; Gade chapit laପବିତ୍ର ବାଇବଲ14 ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। Gade chapit la |
ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।