Biblia Todo Logo
Bib sou entènèt

- Piblisite -




୨ ପିତର 3:6 - ପବିତ୍ର ବାଇବଲ (CL) NT (BSI)

6 ପୁଣି, ସେହି ପୁରାତନ ପୃଥିବୀ ଜଳୁପ୍ଳାବନ ଦ୍ୱାରା ବିନଷ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ତଦ୍ଦ୍ଵାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

Gade chapit la Kopi

ଓଡିଆ ବାଇବେଲ

6 ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

Gade chapit la Kopi

ପବିତ୍ର ବାଇବଲ

6 ତାହା ପରେ ସେହି ସଂସାର ପ୍ରଳୟକାରୀ ବନ୍ୟା ଜଳ ଦ୍ୱାରା ନଷ୍ଟ ହୋଇଗଲା।

Gade chapit la Kopi




୨ ପିତର 3:6
6 Referans Kwoze  

ଈଶ୍ୱର ପୁରାତନ ଜଗତକୁ ସଣ୍ଡ ନ ଦେଇ ଛାଡ଼ି ଦେଇ ନ ଥିଲେ; ଅଧାର୍ମିକ ଜଗତବାସୀଙ୍କ ଉପରେ ଜଳପ୍ଳାବନ ଘଟାଇଥିଲେ। ସେ କେବଳ ଧର୍ମ ପ୍ରଚାର କରୁଥିବା ନୋହ ଓ ଅନ୍ୟ ସାତ ଜଣ ଲୋକଙ୍କୁ ରକ୍ଷା କଲେ।


ନୋହ ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଭୋଜନ, ପାନ ଓ ବିବାହ କରିବାରେ ଏବଂ ବିବାହ ଦେବାରେ ଲାଗି ଥିଲେ। ଅନନ୍ତର ଜଳ ପ୍ଲାବନ ହେଲା ଓ ସମସ୍ତେ ବିନଷ୍ଟ ହେଲେ।


Swiv nou:

Piblisite


Piblisite