Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:1 - ପବିତ୍ର ବାଇବଲ (CL) NT (BSI)

1 ଥେସଲନିକାରେ ଆମ୍ଭମାନଙ୍କର ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସକ ମଣ୍ଡଳୀ ନିକଟକୁ ପାଉଲ, ଶୀଲା ଓ ତୀମଥିଙ୍କର ଏହି ପତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ସିଲ୍ଵାନ୍ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;

Gade chapit la Kopi

ପବିତ୍ର ବାଇବଲ

1 ପାଉଲ, ଶୀଲା ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର। ତୁମ୍ଭେମାନେ ସମସ୍ତେ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଛ।

Gade chapit la Kopi




୨ ଥେସଲନୀକୀୟ 1:1
5 Referans Kwoze  

ଶୀଲା, ତୀମଥି ଓ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରୁଥିବା ଈଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଶ୍ଟ , କେବେ ଏକ ସଙ୍ଗରେ “ହଁ” ଓ “ନା” କହନ୍ତି ନାହିଁ। ଅପର ପକ୍ଷରେ, ସେ ସର୍ବଦା ଈଶ୍ୱରଙ୍କ ସମ୍ମତିସୂଚକ “ହଁ”।


ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଖ୍ରୀଷ୍ଟିୟାନ ବାସ କରୁଥିଲେ। ସେ ଜଣେ ଖ୍ରୀଷ୍ଟ ବିଶ୍ୱାସୀ ଇହୁଦୀ ମହିଳାର ପୁତ୍ର। କିନ୍ତୁ ତାଙ୍କ ପିତା ଜଣେ ଗ୍ରୀକ୍ ଲୋକ ଥିଲେ।


ପରେ ପ୍ରେରିତ ଶିଷ୍ୟ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ, ତଥା ମଣ୍ଡଳୀର ସମସ୍ତେ, ଦଳର କେତେକ ଲୋକଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବାଙ୍କ ସହିତ ସେମାନଙ୍କୁ ଆଣ୍ଟିୟୋଖକୁ ପଠାଇବା ପାଇଁ ସ୍ଥିର କଲେ। ବର୍ଶବା ନାମରେ ପରିଚିତ ଯିହୁଦା ଓ ଶୀଲା ବିଶ୍ୱାସୀମାନଙ୍କ ମଧ୍ୟରେ ବିଶେଷ ସମ୍ମାନିତ ଥିଲେ।


ପାଉଲ ଓ ଶୀଲା ଆମ୍ପିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନିକୀକୁ ଆସିଲେ। ସେଠାରେ ଗୋଟିଏ ସମାଜ ଗୃହ ଥିଲା।


Swiv nou:

Piblisite


Piblisite