Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:2 - ପବିତ୍ର ବାଇବଲ (CL) NT (BSI)

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

2 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।

Gade chapit la Kopi




୨ ଥେସଲନୀକୀୟ 1:2
4 Referans Kwoze  

ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ସେ ସମସ୍ତଙ୍କୁ ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ସେ ମଧ୍ୟ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ସୁରକ୍ଷା କରିବେ। ଫଳରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ “ଦିବସ”ରେ ତୁମ୍ଭେମାନେ ନିର୍ଦ୍ଦୋଷ ବିବେଚିତ ହେବ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


Swiv nou:

Piblisite


Piblisite