Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:11 - ପବିତ୍ର ବାଇବଲ (CL) NT (BSI)

11 ଯାହା ଅସତ୍ୟ, ସେଥିରେ ସେମାନଙ୍କର ବିଶ୍ୱାସ ଜନ୍ମାଇବା ପାଇଁ ଈଶ୍ୱର ସେମାନଙ୍କୁ ଭ୍ରାନ୍ତି ଉତ୍ପାଦକ ଶକ୍ତିମାନଙ୍କ ହାତରେ ଛାଡ଼ି ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି।

Gade chapit la Kopi




୨ ଥେସଲନୀକୀୟ 2:11
21 Referans Kwoze  

ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


ସେତେବେଳେ ଅନେକ ଭଣ୍ଡ ଭାବବାଦୀ ବାହାରି ଲୋକମାନଙ୍କୁ ବିଭ୍ରାନ୍ତ କରିବେ।


ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କହୁଛନ୍ତି ଯେ, ପ୍ରତାରକ ପାପାତ୍ମାମାନଙ୍କ କୁଶିକ୍ଷାରେ ପଡ଼ି ଦିନେ ଆମ ମଣ୍ଡଳୀର କେହି କେହି ଖ୍ରୀଷ୍ଟବିଶ୍ୱାସରୁ ବିଚ୍ୟୁତ ହେବେ।


କୌଣସି ଭ୍ରମପୂର୍ଣ୍ଣ ବା ଅସାଧୁ ଅଭିପ୍ରାୟ ନେଇ ଆମେ ତୁମ୍ଭମାନଙ୍କ ନିକଟରେ ଆମର ଆବେଦନ ଜଣାଇ ନ ଥିଲୁ, କିଅବା ତୁମ୍ଭମାନଙ୍କୁ ଠକିବା ପାଇଁ କୌଣସି ଛଳନା ପ୍ରୟୋଗ କରି ନ ଥିଲୁ।


ମୋ’ ନାମ ନେଇ ଅନେକ ଆସି କହିବେ, ‘ମୁଁ ପରା ମସୀହ’। ଏହା କହି ସେମାନେ ଅନେକଙ୍କୁ ଭଣ୍ଡାଇବେ।


ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ।


Swiv nou:

Piblisite


Piblisite