Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:6 - ପବିତ୍ର ବାଇବଲ (CL) NT (BSI)

6 ଅବଶ୍ୟ ସେହି ବିପତ୍ତି ବର୍ତ୍ତମାନ ଘଟିବ ନାହିଁ, କାରଣ ତାକୁ ପ୍ରତିରୋଧ କରିବାକୁ ଏବେ ଏକ ଶକ୍ତି ରହିଛି - ତା’ କଅଣ ତୁମ୍ଭେମାନେ ଜାଣ! କିନ୍ତୁ ଯଥା ସମୟରେ ସେହି ଦୁଷ୍ଟାତ୍ମା ଆବିର୍ଭୂତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।

Gade chapit la Kopi

ପବିତ୍ର ବାଇବଲ

6 ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି।

Gade chapit la Kopi




୨ ଥେସଲନୀକୀୟ 2:6
4 Referans Kwoze  

ଏହିପରି କହି ତୁମ୍ଭମାନଙ୍କୁ କେହି କୌଣସି ପ୍ରକାରେ ପ୍ରତାରଣା ନ କରୁ। ଈଶ୍ୱରଙ୍କ ବିରୁଦ୍ଧରେ ଅନ୍ତିମ ବିଦ୍ରୋହ ନ ଘଟିବା ପର୍ଯ୍ୟନ୍ତ ଓ ସେହି ନରକଗାମୀ “ପାପାତ୍ମା” ଆତ୍ମପ୍ରକାଶ ନ କରିବା ପର୍ଯ୍ୟନ୍ତ ସେହି ଦିନ ଆସିବ ନାହିଁ।


ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।


ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ।


ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ।


Swiv nou:

Piblisite


Piblisite