୨ ଥେସଲନୀକୀୟ 3:16 - ପବିତ୍ର ବାଇବଲ (CL) NT (BSI)16 ଯେଉଁ ପ୍ରଭୁ ଆମ୍ଭମାନଙ୍କ ଶାନ୍ତିର ଉତ୍ସ, ସେ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ପ୍ରଦାନ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଶାନ୍ତିଦାତା ପ୍ରଭୁ ସ୍ଵୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ। Gade chapit laଓଡିଆ ବାଇବେଲ16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ। Gade chapit laପବିତ୍ର ବାଇବଲ16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ। Gade chapit la |
ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।