Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:17 - ପବିତ୍ର ବାଇବଲ (CL) NT (BSI)

17 ପ୍ରଭୁ ତୁମ ସମସ୍ତଙ୍କର ନିକଟରେ ରହନ୍ତୁ। ମୁଁ ନିଜ ହାତରେ ଏହା ଲେଖୁଛି - “ପାଉଲଙ୍କଠାରୁ ଶୁଭେଚ୍ଛା” ମୋର ସମସ୍ତ ପତ୍ର ମୁଁ ଏହିପରିଭାବେ ସ୍ୱାକ୍ଷରିତ କରି ଲେଖିଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ଵରୂପ, ମୁଁ ଏହିପରି ଲେଖେ।

Gade chapit la Kopi

ଓଡିଆ ବାଇବେଲ

17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।

Gade chapit la Kopi

ପବିତ୍ର ବାଇବଲ

17 ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।

Gade chapit la Kopi




୨ ଥେସଲନୀକୀୟ 3:17
7 Referans Kwoze  

ମୁଁ ପାଉଲ ନିଜ ହାତରେ ଏସବୁ ଲେଖୁଛି। ତୁମ୍ଭେମାନେ ମୋର ଶୁଭେଚ୍ଛା ଗ୍ରହଣ କର।


ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ।


ମୁଁ ପାଉଲ ସ୍ୱାକ୍ଷର ସହ, ମୋର ଶୁଭେଚ୍ଛା ଜଣାଉଛି। ମୋର ବନ୍ଦୀ ଅବସ୍ଥାକୁ ଭୁଲି ଯିବ ନାହିଁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।


ଏହି ପତ୍ରର ଲିପିକାର ତର୍ତ୍ତିୟ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।


ପ୍ରଭୁଙ୍କର ଦିନ ଆସି ଯାଇଛି ବୋଲି କାହାଠାରୁ ଶୁଣି ତୁମେ ବିଚଳିତ ବା ବିଭ୍ରାନ୍ତ ହୁଅ ନାହିଁ। ଆମେ ପ୍ରଚାର କରିବା ସମୟରେ ଏଭଳି କିଛି କଥା କହିଛୁ କିମ୍ବା ଏ ସମ୍ପର୍କରେ କିଛି ଲେଖି ଜଣାଇଛୁ ବୋଲି କେତେକଙ୍କର ଧାରଣା ଅଛି।


Swiv nou:

Piblisite


Piblisite