Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:9 - ପବିତ୍ର ବାଇବଲ (CL) NT (BSI)

9 ନ୍ୟାୟତଃ ଆମେ ଯେ ତୁମଠାରୁ ଅନ୍ନ ଦାବୀ କରିପାରି ନ ଥାଆନ୍ତୁ, ତା’ ନୁହେଁ, କିନ୍ତୁ ଆମେ ଯାହା କରିଛୁ, ତାହା ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇବା ନିମେନ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁକରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶ ରୂପେ ଦେଖାଇବା ପାଇଁ ସେପରି କଲୁ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେ ଦିନରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନେବା ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆମ୍ଭେ ଏପରି କରିଥିଲୁ।

Gade chapit la Kopi




୨ ଥେସଲନୀକୀୟ 3:9
9 Referans Kwoze  

ଅବଶ୍ୟ ତୁମ୍ଭେମାନେ ଜାଣିଛ, ତୁମ କାର୍ଯ୍ୟକଳାପରେ ଆମକୁ ଅନୁକରଣ କରିବା ଉଚିତ୍। ତୁମ୍ଭମାନଙ୍କ ସହିତ ରହିଥିବା ବେଳେ ଆମେ ଆଳସ୍ୟପରାୟଣ ନ ଥିଲୁ।


ତୁମ୍ଭମାନଙ୍କଠାରୁ କିମ୍ବା ଅନ୍ୟ କାହାରିଠାରୁ ପ୍ରଶଂସା ପାଇଁ ଆମେ ଚେଷ୍ଟା କରି ନ ଥିଲୁ,


ଖ୍ରୀଷ୍ଟୀୟ ସୁସମାଚାର ଶିକ୍ଷା କରିବା ବେଳେ ଶିକ୍ଷାଦାତା ଗୁରୁଙ୍କୁ ନିଜେ ଉପଭୋଗ କରୁଥିବା ସମସ୍ତ ଉତ୍ତମ ବିଷୟର ଅଂଶୀ କରାଇବା ଉଚିତ।


ଈଶ୍ୱର ଏହି ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ଖ୍ରୀଷ୍ଟ ନିଜେ ତୁମ୍ଭମାଙ୍କ ନିମନ୍ତେ କ୍ଳେଶ ଭୋଗ କରି ଆଦର୍ଶ ଦେଖାଇଛନ୍ତି, ଯେପରି ତୁମ୍ଭେମାନେ ତାଙ୍କ ପଦାଙ୍କ ଅନୁସରଣ କରିବ।


ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି।


କିମ୍ବା ଭିଷା ଥଳି ଧରି ବୁଲ ନାହିଁ। ଖଣ୍ଡେ ଅଧିକ ପୋଷାକ, ଜୋତା ବା ବାଡ଼ି ମଧ୍ୟ ନିଅ ନାହିଁ। କର୍ମୀ ତା’ର ପ୍ରାପ୍ୟ ପାଇବା ପାଇଁ ହକ୍‌ଦାର୍।


ସୁତରାଂ ମୋର ଆଦର୍ଶ ଅନୁସରଣ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି।


ତୁମେ ଯେଉଁମାନଙ୍କ ଦାୟିତ୍ୱ ନେଇଛ, ସେମାନଙ୍କ ଉପରେ ପ୍ରଭୁତ୍ୱ ନ କରି ସେମାନଙ୍କ ପାଇଁ ନିଜ ଜୀବନରେ ଆଦର୍ଶ ଦେଖାଅ।


Swiv nou:

Piblisite


Piblisite