୨ ତୀମଥି 2:25 - ପବିତ୍ର ବାଇବଲ (CL) NT (BSI)25 ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଓ ସହିଷ୍ଣୁ ହେବା ଏବଂ ବିରୋଧୀମାନଙ୍କୁ ମୃଦୁ ଭାବରେ ଶାସନ କରିବା ଉଚିତ; ତାହାହେଲେ କେଜାଣି ଈଶ୍ଵର ସେମାନଙ୍କୁ ସତ୍ୟ ସମ୍ଵନ୍ଧରେ ଜ୍ଞାନପ୍ରାପ୍ତ ହେବା ପାଇଁ ମନପରିବର୍ତ୍ତନରୂପ ବର ଦେବେ , Gade chapit laଓଡିଆ ବାଇବେଲ25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, Gade chapit laପବିତ୍ର ବାଇବଲ25 ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ। Gade chapit la |
ଯଦି ତୁମର ଜଣେ ଭାି ପାପ କରୁଥିର ଦେଖ, କିନ୍ତୁ ତା’ଣ ସେହି ପାପ ମରଣାନ୍ତକ ନୁହେଁ, ତା’ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କର- ହୁଏ ତ ଈଶ୍ୱର ତାକୁ କ୍ଷମା ଦେଇ ରକ୍ଷା କରିବେ। ଯେଉଁମାନଙ୍କ ପାପ ମରଣାନ୍ତକ ନୁହେଁ, କେବଳ ସେହିମାନଙ୍କ ପାଇଁ ମୁଁ ଏ କଥା ଲେଖୁଛି।। କିନ୍ତୁ କେକେକ ପାପ ଅତି ମାରାତ୍ମକ; ସେ ବିଷୟରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବା ପାଇଁ ମୁଁ କହୁ ନାହିଁ।