୨ ତୀମଥି 4:1 - ପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି: Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି, Gade chapit laଓଡିଆ ବାଇବେଲ1 ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି, Gade chapit laପବିତ୍ର ବାଇବଲ1 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। Gade chapit la |
ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।