Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:1 - ପବିତ୍ର ବାଇବଲ (CL) NT (BSI)

1 ଶ୍ରଦ୍ଧେୟ ଥିୟୋଫିଲ୍‌ସ, ମୋର ପ୍ରଥମ ପୁସ୍ତକରେ ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ଦିନଠାରୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଥୀୟଫିଲ, ଯେଉଁଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ଵାରା ଆଜ୍ଞା ଦେଇ ଊର୍ଦ୍ଧ୍ଵରେ ଗୃହୀତ ହେଲେ,

Gade chapit la Kopi

ଓଡିଆ ବାଇବେଲ

1 ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,

Gade chapit la Kopi

ପବିତ୍ର ବାଇବଲ

1 ହେ ଥିୟଫିଲ, ମୁଁ ମୋର ପ୍ରଥମ ପୁସ୍ତକରେ ଯୀଶୁଙ୍କର ସମସ୍ତ କାର୍ଯ୍ୟ ଓ ଉପଦେଶଗୁଡ଼ିକ ବିଷୟରେ ଲେଖିଛି।

Gade chapit la Kopi




ପ୍ରେରିତ 1:1
12 Referans Kwoze  

ତେଣୁ ମହାଭାଗ, ମୁଁ ଯତ୍ନ ସହକାରେ ଆରମ୍ଭରୁ ଏହିସବୁ ବିଷୟ ଅନୁଧ୍ୟାନ କରିଥିବାରୁ ତୁମ ନିକଯକୁ ଏହାର ଏକ ଧାରାବାହିକ ବିବରଣୀ ଲେଖିବାକୁ ଉଚିତ ମନେକଲି।


“କେଉଁ ଘଟଣା”? ସେ ପଚାରିଲେ। ସେମାନେ ଉତ୍ତର ଦେଲେ, “ନାଜରିତର ଯୀଶୁଙ୍କ ପ୍ରତି ଯାହା ସବୁ ଘଟିଲା। ସେ ଜଣେ ଭାବବାଦୀ ଥିଲେ। ଈଶ୍ୱରଙ୍କ ଦୃଷ୍ଟିରେ ଓ ଲୋକମାନଙ୍କ ବିଚାରରେ ସେ ଜଣେ ଅତି ଶକ୍ତିଶାଳୀ ବ୍ୟକ୍ତି ଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଓ କଥାରୁ ଏହା ଜଣାପଡ଼ୁଥିଲା।


ଯୀଶୁ ତାଙ୍କର ସେବା କାର୍ଯ୍ୟ ଆରମ୍ଭ କରିବା ସମୟରେ ତାଙ୍କୁ ପ୍ରାୟ ତିରିଶ ବର୍ଷ ହୋଇଥିଲା। ସେ ଲୋକମାନଙ୍କ ନିକଟରେ ଯୋସେଫଙ୍କ ପୁତ୍ର ରୂପେ ପରିଚିତ ଥିଲେ। ଯୋସେଫ ହେଲୀଙ୍କ ପୁତ୍ର,


ଅନ୍ଧମାନେ ଦୃଷ୍ଟି ପାଉଛନ୍ତି, ଛୋଟାମାନେ ଚାଲୁଛନ୍ତି, କଷ୍ଠୀମାନେ ଶଉଚି ହେଉଛନ୍ତି, ବଧିରମାନେ ପୁନର୍ଜୀବିତ ହେଉଛନ୍ତି ଓ ଦୀନହୀନ ଲୋକମାନଙ୍କ ନିକଟରେ ମଧ୍ୟ ଶଉଭବାତ୍ତା ପ୍ରଚାର କରାଯାଉଛି।


“ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ।


କିଛି ଦିନ ପରେ ତାଙ୍କର ସ୍ତ୍ରୀ ଏଲିଶାବେଥ୍ ଗର୍ଭବତୀ ହେଲେ ଓ ପଞ୍ଚମ ମାସ ପର୍ଯ୍ୟନ୍ତ ଘରଛାଡ଼ି ବାହାରକୁ ଗଲେ ନାହିଁ।


ଚାକରଟି ଫେରିଆସି କହିଲା, ‘ଆଜ୍ଞା, ଆପଣଙ୍କ ଆଦେଶ ଅନୁସାରେ ସବୁ କାର୍ଯ୍ୟ ହୋଇଛି, କିନ୍ତୁ ଆହୁରି ଅନେକଙ୍କ ପାଇଁ ସ୍ଥାନ ବଳିଛି।’


Swiv nou:

Piblisite


Piblisite