Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:12 - ପବିତ୍ର ବାଇବଲ (CL) NT (BSI)

12 ତା’ପରେ ପ୍ରେରିତ ଶିଷ୍ୟମାନେ ଜୀତ ପର୍ବତରୁ ଯିରୂଶାଲମକୁ ଫେରିଗଲେ। ଜୀତ ପର୍ବତ ସହରଠାରୁ ଏକ କିଲୋମିଟର ଦୂରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିଉତ୍ତାରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ।

Gade chapit la Kopi

ଓଡିଆ ବାଇବେଲ

12 ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର।

Gade chapit la Kopi




ପ୍ରେରିତ 1:12
10 Referans Kwoze  

ସେମାନେ ତାଙ୍କର ଆରାଧନା କରି ମହାଆନନ୍ଦରେ


ଯୀଶୁ ଓ ତାଙ୍କ ଶିଷ୍ୟମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବେଥ୍ଫାଗୀ ଗ୍ରାମଠାରୁ ଅଳ୍ପ ଦୂରରେ ଥିବା ଜୀତ ପର୍ବତରେ ପହଞ୍ଚିଲେ।


ତା’ପରେ ସେ ସେମାନଙ୍କୁ ବେଥାନୀ ପର୍ଯ୍ୟନ୍ତ ନେଇଗଲେ। ସେଠାରେ ସେ ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।


ଥେନିଆରୁ ଯିରୂଶାଲମର ଦୂରତା ତିନି କିଲୋମିଟରରୁ କମ୍


ସେହି ସମୟରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଇ ଦିନ ଅତିବାହିତ କରୁଥିଲେ ଓ ସନ୍ଧ୍ୟା ସମୟରେ ବାହାରି ଯାଇ ଜୀତ ପର୍ବତ ଉପରେ ରାତ୍ରି କ୍ଷେପଣ କରୁଥିଲେ।


ଏହାପରେ ସେମାନେ ଗୋଟିଏ ସ୍ତୋତ୍ର ଗାନ କରି ଜୀତ ପର୍ବତକୁ ଗଲେ।


ଯୀଶୁ ଜୀତ ପର୍ବତ ଉପରେ ବସିଥିବାବେଳେ ଶିଷ୍ୟମାନେ ଏକାନ୍ତରେ ଆସି ପଚାରିଲେ, “ଏସବୁ କେବେ ହେବ, ଆମକୁ କହନ୍ତୁ। କ’ଣ ଘଟିଲେ ଆମେ ଜାଣିବା ଯେ ଆପଣଙ୍କ ଆସିବା ସମୟ ହେଲାଣି ଏବଂ ଏହି ଯୁଗ ଶେଷ ହେବ।”


ସେ ଜୀତ ପର୍ବତ ପାଖରେ ଥିବା ବେଥ୍‌ଫାଗୀ ଓ ବେଥନୀର ନିକଟବର୍ତ୍ତୀ ହେବା ପରେ ଦୁଇ ଶିଷ୍ୟଙ୍କୁ


ଈଶ୍ୱରଙ୍କୁ ପ୍ରାର୍ଥନା କରୁଥାଅ, ଶୀତଦିନେ ବା ବିଶ୍ରାମବାରରେ ତୁମ୍ଭମାନଙ୍କୁ ଯେପରି ପଳାଇ ଯିବାକୁ ନ ପଡ଼େ।


Swiv nou:

Piblisite


Piblisite