Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:9 - ପବିତ୍ର ବାଇବଲ (CL) NT (BSI)

9 ଏହା କହିବା ପରେ ଯୀଶୁଙ୍କୁ ସ୍ୱର୍ଗକୁ ନୀତ ହେବା ସେମାନେ ଦେଖିଲେ ଏବଂ ଖଣ୍ଡେ ମେଘର ଅନ୍ତରାଳରେ ସେ ସେମାନଙ୍କୁ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ଏହିସମସ୍ତ କଥା କହିବା ଉତ୍ତାରେ ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ଵକୁ ନୀତ ହେଲେ, ଆଉ ଖଣ୍ତେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।

Gade chapit la Kopi

ଓଡିଆ ବାଇବେଲ

9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।

Gade chapit la Kopi

ପବିତ୍ର ବାଇବଲ

9 ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ।

Gade chapit la Kopi




ପ୍ରେରିତ 1:9
17 Referans Kwoze  

ସେମାନଙ୍କୁ ଏହି ସବୁ କଥା କହିବା ପରେ ପ୍ରଭୁ ଯୀଶୁ ସ୍ୱର୍ଗକୁ ଉନ୍ନୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେଲେ।


ସ୍ୱର୍ଗାରୋହଣ କରିବା ପର୍ଯ୍ୟନ୍ତ ଯେଉଁସବୁ କାର୍ଯ୍ୟ କରିଥିଲେ ଓ ଶିକ୍ଷା ଦେଇଥିଲେ, ସେସବୁ ବିଷୟରେ ଲେଖିଥିଲି। ସ୍ୱର୍ଗାରୋହଣ ପୂର୍ବରୁ ଯେଉଁମାନଙ୍କୁ ସେ ନିଜର ଶିଷ୍ୟ ରୂପେ ମନୋନୀତ କରିଥିଲେ, ସେମାନଙ୍କୁ ସେ ପବିତ୍ରଆତ୍ମାଙ୍କ ଶକ୍ତିରେ ଶିକ୍ଷା ଦେଇଥିଲେ।


ପୁଣି, ସେହି ଦୁଇଜଣ ଭାବବାଦୀ ସେମାନଙ୍କୁ ସ୍ୱର୍ଗରୁ ଉଚ୍ଚ ସ୍ୱରରେ ଏହି କଥା କହୁଥିବା ଏକ ବାଣୀ ଶୁଣିଲେ: “ଏଠାକୁ ଆସ!” ସେମାନଙ୍କର ଶତ୍ରୁମାନେ ଦେଖୁ ଦେଖୁ ସେମାନେ ମେଘାରୂଢ଼ ହୋଇ ସ୍ୱର୍ଗକୁ ଆରୋହଣ କଲେ।


ମନୁଷ୍ୟପୁତ୍ର ଯେଉଁଠାରୁ ଆସିଛନ୍ତି, ସେଠାକୁ ତାଙ୍କୁ ଫେରିଯିବା ଦେଖିଲେ, କଅଣ କରିବ?


ତା’ପରେ ମନୁଷ୍ୟପୁତ୍ର ମହାପରାକ୍ରମ ଓ ଗୌରବରେ ମେଘମାଳା ମଧ୍ୟରେ ଆସିବେ।


ସେମାନେ ସ୍ତ୍ରୀ ସଂସର୍ଗ ଦ୍ୱାରା ନିଜକୁ କେବେ କଳୁଷିତ କରି ନ ଥିଲେ - ସେମାନେ ଥିଲେ ଚିରକୁମାର। ସେମାନେ ସର୍ବଦା ମେଷଶାବକଙ୍କର ଅନୁଗମନ କରୁଥିଲେ। ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ପ୍ରଥମେ ପରିତ୍ରାଣ ପାଇ ଈଶ୍ୱର ଓ ମେଷଶାବକଙ୍କ ନିକଟରେ ଉତ୍ସର୍ଗିତ ହୋଇ ଅଛନ୍ତି।


ଦେଖ, ସେ ମେଘମାଳାରେ ଆସୁଅଛନ୍ତି - ପୃଥିବୀବାସୀ ସମସ୍ତେ ତାଙ୍କୁ ଦେଖିବେ; ଏପରି କି ଯେଉଁମାନେ ତାଙ୍କୁ ବଦ୍ଧ କରିଥିଲେ, ସେମାନେ ମଧ୍ୟ ତାଙ୍କୁ ଦେଖି ଭୟବିହ୍ୱଳ ହୋଇ ବିଳାପ କରିବେ। ଏ ସବୁ ନିଶ୍ଚୟ ଘଟିବ - ଆମେନ୍।


“ହେ ଗାଲିଲୀୟମାନେ, କାହିଁକି ଏଠାରେ ଠିଆ ହୋଇ ଆକାଶକୁ ଚାହିଁ ରହିଛ? ଯୀଶୁ ତୁମ୍ଭମାନଙ୍କ ନିକଟକୁ ଯାଇ ସ୍ୱର୍ଗରେ ଗୃହୀତ ହୋଇଅଛନ୍ତି। କିନ୍ତୁ ସେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବା ତୁମ୍ଭେମାନେ ଦେଖିଲ, ଠିକ୍ ସେହି ପ୍ରକାରେ ସେ ପୁଣି ଫେରି ଆସିବେ।”


ତା’ପରେ ଆମେ ଯେଉଁମାନେ ସେହି ସମୟରେ ଜୀବିତ ରହିଥିବୁ, ମେଘମାଳାରେ ସେମାନଙ୍କ ସଙ୍ଗରେ ଉତ୍ଥାପିତ ହୋଇ ମହାଶୂନ୍ୟରେ ପ୍ରଭୁଙ୍କ ସହିତ ସାକ୍ଷାତ କରିବୁ। ତା’ପରେ ଆମ୍ଭେମାନେ ଚିରକାଳ ପ୍ରଭୁଙ୍କ ସଙ୍ଗରେ ରହିବୁ।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


Swiv nou:

Piblisite


Piblisite