Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:44 - ପବିତ୍ର ବାଇବଲ (CL) NT (BSI)

44 ପିତର ଶିକ୍ଷା ଦେଉଥିବା ସମୟରେ ଯେଉଁମାନେ ତାଙ୍କର ଶିକ୍ଷା ଶୁଣୁଥିଲେ, ସେ ସମସ୍ତଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।

Gade chapit la Kopi

ଓଡିଆ ବାଇବେଲ

44 ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।

Gade chapit la Kopi

ପବିତ୍ର ବାଇବଲ

44 ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ।

Gade chapit la Kopi




ପ୍ରେରିତ 10:44
7 Referans Kwoze  

ଆଉ ମୁଁ ଯେତେବେଳେ ଶିକ୍ଷା ଦେବାକୁ ଆରମ୍ଭ କଲି, ପୂର୍ବେ ପବିତ୍ରଆତ୍ମା ଯେପରି ଆମ ଉପରେ ଅବତରଣ କରିଥିଲେ, ସେହିପରି ସେମାନଙ୍କ ଉପରେ ଅବତରଣ କଲେ।


ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କଲେ ଓ ପବିତ୍ରଆତ୍ମା ସେମାନଙ୍କ ଉପରେ ଅବତରଣ କଲେ। ସେମାନେ ବିଭିନ୍ନ ଭାଷାରେ କଥା କହିଲେ ଓ ଈଶ୍ୱରଙ୍କ ଶୁଭ ବାର୍ତ୍ତା ଘୋଷଣା କଲେ।


ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି।


ସେମାନେ ପ୍ରାର୍ଥନା ଶେଷ କରିବା ପରେ ଯେଉଁ ସ୍ଥାନରେ ଏକତ୍ରିତ ହୋଇଥିଲେ, ତାହା କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହେଲେ ଓ ନିର୍ଭୀକଭାବେ ଈଶ୍ୱରଙ୍କର ବାର୍ତ୍ତା ପ୍ରଚାର କରିବାକୁ ଲାଗିଲେ।


ପିତର କହିଲେ: “ଆମ ପରି ଏହି ଲୋକମାନେ ମଧ୍ୟ ପବିତ୍ରଆତ୍ମା ପାଇଛନ୍ତି। ଜଳଦୀକ୍ଷା ନେବା ପାଇଁ କେହି କ’ଣ ସେମାନଙ୍କୁ ବାଧା ଦେଇପାରେ?”


Swiv nou:

Piblisite


Piblisite