Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:6 - ପବିତ୍ର ବାଇବଲ (CL) NT (BSI)

6 ସେ ସମୁଦ୍ର କୂଳରେ ବାସ କରୁଥିବା ଶିମୋନ ନାମକ ଜଣେ ଚର୍ମକାର ଘରେ ରହୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥି ସ୍ଵରୂପେ ବାସ କରୁଅଛନ୍ତି, ତାଙ୍କ ଘର ସମୁଦ୍ର କୂଳରେ।

Gade chapit la Kopi

ଓଡିଆ ବାଇବେଲ

6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।

Gade chapit la Kopi

ପବିତ୍ର ବାଇବଲ

6 ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।”

Gade chapit la Kopi




ପ୍ରେରିତ 10:6
8 Referans Kwoze  

ପିତର ଅନେକ ଦିନ ପର୍ଯ୍ୟନ୍ତ ଯୋପ୍ପାରେ ଶିମୋନ ନାମକ ଜଣେ ଚର୍ମକାର ଘରେ ରହିଲେ।


ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।”


ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରିବାକୁ ଇଚ୍ଛୁକ, ସେ ଜାଣିପାରିବ, ମୁଁ ଦେଉଥିବା ଶିକ୍ଷା ଈଶ୍ୱରଙ୍କଠାରୁ ଆଗତ, ନା, ତାହା ମୋ’ ନିଜ କ୍ଷମତା ବଳରେ ମୁଁ କହୁଛି।


ଏହା କହି ସ୍ୱର୍ଗଦୂତ ଚାଲିଗଲେ। କର୍ଣ୍ଣୀଲିୟ ତାଙ୍କ ଘରର ଦୁଇ ଜଣ ଦାସ ଓ ସୈନିକ ଅନୁଚରମାନଙ୍କ ମଧ୍ୟରୁ ଜଣେ ଧାର୍ମିକ ବ୍ୟକ୍ତିଙ୍କୁ ଡକାଇଲେ।


ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। ସେ ସମୁଦ୍ରକୂଳ ନିବାସୀ ଚର୍ମକାର ଶିମୋନ ଘରେ ଅତିଥି ହୋଇଛନ୍ତି।’


Swiv nou:

Piblisite


Piblisite