Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:11 - ପବିତ୍ର ବାଇବଲ (CL) NT (BSI)

11 ଠିକ୍ ସେହି ମୁହୂର୍ତ୍ତରେ, ସିସେରିଆରୁ ମୋ’ ପାଖକୁ ପ୍ରେରିତ ତିନି ଜଣ ଲୋକ ମୁଁ ଯେଉଁ ଘରେ ରହୁଥିଲି, ସେଠାରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିଆରୁ ମୋʼ ନିକଟକୁ ପ୍ରେରିତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ଠିକ୍ ସେହି ସମୟରେ ତିନି ଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସେମାନଙ୍କୁ କାଇସରୀଆରୁ ମୋ’ ପାଖକୁ ପଠା ଯାଇଥିଲା।

Gade chapit la Kopi




ପ୍ରେରିତ 11:11
7 Referans Kwoze  

ସିସେରିଆ ଫିଲିପ୍ପୀ ନଗର ନିକଟବର୍ତ୍ତୀ ଅଞ୍ଚଳକୁ ଯିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ମନୁଷ୍ୟ ପୁତ୍ର କିଏ- ଏ ବିଷୟରେ ଲୋକେ କ’ଣ କହୁଛନ୍ତି?”


କିଛି ସମୟ ପରେ ଫିଲିପ୍ପ ଦେଖିଲେ ଯେ ସେ ଅସଦୋଦରେ ପହଞ୍ଚିଛନ୍ତି। ସେଠାରୁ ସେ କାଇସରୀୟାକୁ ଗଲେ ଓ ବାଟରେ ଥିବା ସହଚରମାନଙ୍କରେ ଶୁଭବାର୍ତ୍ତା ପ୍ରଚାର କଲେ।


ତିନି ଥର ଏହିପରି ହେଲା, ଶେଷରେ ସେହି ସମସ୍ତ ପ୍ରାଣୀଙ୍କୁ ଆକାଶକୁ ଉଠାଇ ନିଆଗଲା।


Swiv nou:

Piblisite


Piblisite