Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:5 - ପବିତ୍ର ବାଇବଲ (CL) NT (BSI)

5 “ମୁଁ ଯୋପ୍ପା ନଗରରେ ପ୍ରାର୍ଥନା କରୁଥିବା ସମୟରେ ଗୋଟିଏ ଦର୍ଶନ ପାଇଲି। ଏକ ବଡ଼ ଚାଦର ଚାରିକୋଣରୁ ଝୁଲା ହୋଇ ଆକାଶରୁ ତଳକୁ ଖସୁଥିବାର ମୁଁ ଦେଖିଲି, ତାହା ମୋ’ ନିକଟରେ ଅଟକିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,

Gade chapit la Kopi

ପବିତ୍ର ବାଇବଲ

5 “ମୁଁ ଯାଫୋ ନଗରରେ ପ୍ରାର୍ଥନା କଲାବେଳେ ଗୋଟିଏ ଦିବ୍ୟଦର୍ଶନ ଦେଖିଲି। ଗୋଟିଏ ଗ୍ଭଦର ଗ୍ଭରି କୋଣରୁ ଧରାଯାଇ ସ୍ୱର୍ଗରୁ ମୋ’ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।

Gade chapit la Kopi




ପ୍ରେରିତ 11:5
12 Referans Kwoze  

“ମୁଁ ଯିରୂଶାଲମକୁ ଫେରିଯାଇ ସେଠାରେ ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ,


ଦାମାସ୍କସ୍ରେ ହନନିୟ ନାମକ ଜଣେ ଖ୍ରୀଷ୍ଟିୟାନ ଥିଲେ। ସେ ଏକ ଦର୍ଶନ ପାଇଲେ, ପ୍ରଭୁ ତାଙ୍କୁ କହିଲେ, “ହନନିୟ!” ସେ ଉତ୍ତର ଦେଲେ, “ହେ ପ୍ରଭୁ କହନ୍ତୁ।”


ଯୋପ୍ପାରେ ଟାବିଥା ନାମ୍ନୀ ଜଣେ ବିଶ୍ୱାସିନୀ ମହିଳା ବାସ କରୁଥିଲେ। (ତାଙ୍କର ଗ୍ରୀକ୍ ନାମ ଦର୍କାସ୍ ଅର୍ଥାତ୍ “ହରିଣୀ” ଥିଲା।) ସେ ତାଙ୍କର ସମସ୍ତ ସମୟ ସତ୍ କାର୍ଯ୍ୟରେ ଏବଂ ଦରିଦ୍ର ସେବାରେ ଅତିବାହିତ କରୁଥିଲେ।


ଯୋପ୍ପା ଲୁଦାଠାରୁ ଦୂରରେ ନ ଥିଲା। ପିତର ଲୁଦାରେ ଅଛନ୍ତି ବୋଲି ଶୁଣି, ଯୋପ୍ପାରେ ଥିବା ବିଶ୍ୱାସୀମାନେ ଦୁଇଜଣ ଲୋକଙ୍କୁ ତାଙ୍କ ନିକଟକୁ କହି ପଠାଇଲେ, “ଦୟା କରି ଶୀଘ୍ର ଆମ ପାଖକୁ ଆସନ୍ତୁ।”


ଏହି ସମ୍ବାଦ ଯୋପ୍ପାର ଚାରିଆଡ଼େ ବ୍ୟାପିଗଲା ଓ ଅନେକ ଲୋକ ପ୍ରଭୁଙ୍କୁ ବିଶ୍ୱାସ କଲେ।


Swiv nou:

Piblisite


Piblisite