Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:4 - ପବିତ୍ର ବାଇବଲ (CL) NT (BSI)

4 ପିତର ବନ୍ଦୀ ହୋଇ କାରାଗାରରେ ନିକ୍ଷିପ୍ତ ହେଲେ ଏବଂ ଚାରି ଚାରି ଜଣ ସୈନ୍ୟଙ୍କୁ ନେଇ ଗଠିତ ଚାରି ଦଳ ସୈନ୍ୟ ତାଙ୍କୁ ଜଗି ରହିଲେ। ନିସ୍ତାର ପର୍ବ ପରେ ସର୍ବସାଧାରଣରେ ତାଙ୍କର ବିଚାର କରିବା ହେରୋଦଙ୍କର ଉଦ୍ଦେଶ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରେ ସେ ତାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାଙ୍କୁ ଜଗିବା ପାଇଁ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

4 ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ହେରୋଦ ପିତରଙ୍କୁ ବନ୍ଦୀ କରି କାରାଗାରରେ ରଖିଲେ। ତାହାଙ୍କୁ ଜଗିବା ପାଇଁ ଷୋହଳ ଜଣ ପ୍ରହରୀ ରହିଲେ। ହେରୋଦଙ୍କ ଉଦ୍ଦେଶ୍ୟ ଥିଲା ନିସ୍ତାରପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।

Gade chapit la Kopi




ପ୍ରେରିତ 12:4
22 Referans Kwoze  

ପିତର ଉତ୍ତର ଦେଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ ବନ୍ଦୀଶାଳାକୁ ଯିବା ପାଇଁ ଓ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ।”


ଏସବୁ ବିଷୟ ଘଟିବା ପୂର୍ବରୁ ତୁମ୍ଭେମାନେ ଗିରଫ ହୋଇ ଉତ୍ପୀଡ଼ିତ ହେବ; ଉପାସନା ଗୃହମାନଙ୍କରେ ବିଚାରିତ ହୋଇ ବନ୍ଦୀଶାଳାରେ ନିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ଧରାଇ ଦିଆଯିବ; ମୋ’ ଯୋଗୁଁ ତୁମେ ରାଜା ଓ ଶାସନକର୍ତ୍ତାମାନଙ୍କ ସମ୍ମୁଖକୁ ଅଣଯିବ।


ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।


ତେଣୁ ସେମାନେ ଉକ୍ତ ଦୁଇଜଣ ପ୍ରେରିତ ଶିଷ୍ୟଙ୍କୁ ଗିରଫ କଲେ ଓ ସେଦିନ ବହୁ ବିଳମ୍ବ ସେମାନଙ୍କୁ ବନ୍ଦୀଶାଳାରେ ରଖିଲେ।


ମୁଁ ସତ୍ୟ କହୁଛି, ତୁମେ ଯୁବକ ଥିବା ସମୟରେ ତୁମ ଇଚ୍ଛା ଅନୁସାରେ ଯେକୌଣସି ସ୍ଥାନକୁ ଅଣ୍ଟା ଭିଡ଼ି ଚାଲି ଯାଉଥିଲ। କିନ୍ତୁ ତୁମେ ବୃଦ୍ଧ ହେଲେ, କେବଳ ହାତ ଟେକିବ ଓ ଅନ୍ୟ ଜଣେ ତୁମର କଟି ବନ୍ଧନ କରି ତୁମ ଇଚ୍ଛା ବିରୁଦ୍ଧରେ କୌଣସି ସ୍ଥାନକୁ ନେଇଯିବ।


କିନ୍ତୁ ସେମାନେ କହିଲେ, “ଏ କାର୍ଯ୍ୟ ଆମେ ପର୍ବବେଳେ କରିବା ଅନୁଚିତ। ସେତେବେଳେ ଲୋକେ ଶାନ୍ତି ଭଙ୍ଗ କରିପାରନ୍ତି।”


“ତୁମ୍ଭେମାନେ ଧରା ହୋଇ ଉତ୍ପୀଡ଼ିତ ହେବ ଓ ମୃତ୍ୟୁଦଣ୍ଡ ଭୋଗ କରିବ ଏବଂ ମୋ’ ଲାଗି ତୁମେ ସମସ୍ତଙ୍କର ଘୃଣାର ପାତ୍ର ହେବ।


କିନ୍ତୁ ଶାଉଲ ମଣ୍ଡଳୀକୁ ଧ୍ୱଂସ କରିବାକୁ ଚେଷ୍ଟା କଲେ, ଘର ଘରକୁ ଯାଇ ଖ୍ରୀଷ୍ଟ ବିଶ୍ୱାସୀ ପୁରୁଷ, ସ୍ତ୍ରୀ ସମସ୍ତଙ୍କୁ ଟାଣି ଆଣି କାରାଗାରରେ ପକାଇଲେ।


ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଗିରଫ କରି ସାଧାରଣ କାରାଗାରରେ ରଖିଲେ।


ଯୀଶୁଙ୍କୁ କ୍ରୁଶବିଦ୍ଧ କରି ସାରିବା ପରେ ଚାରି ଜଣ ସୈନିକ ତାଙ୍କର ବସ୍ତ୍ର ଚାରି ଭାଗ କରି ବାଣ୍ଟି ନେଇଗଲେ। କିନ୍ତୁ ଯୀଶୁଙ୍କ ଉତ୍ତରୀୟଟି କୌଣସି ସ୍ଥାନରେ ଯୋଡ଼ା ନ ହୋଇ ସମୁଦାୟ ବୁଣା ହୋଇଥିଲା।


ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀ ପର୍ବର ଦୁଇଦିନ ଆଗରୁ ଯୀଶୁଙ୍କୁ ଗୋପନରେ ନେଇ ହତ୍ୟା କରିବା ପାଇଁ ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଉପାୟ ଖୋଜିଲେ।


ଇହୁଦୀମାନେ ଏଥିରେ ସନ୍ତୁଷ୍ଟ ଦେଖି ସେ ପିତରଙ୍କୁ ମଧ୍ୟ ବନ୍ଦୀ କଲେ। (ଏହି ଘଟଣା ତାଡ଼ିଶୂନ୍ୟ ରୋଟୀ ପର୍ବ ସମୟରେ ଘଟିଥିଲା।)


ପିତର କାରାଗାରରେ ଥିବାବେଳେ ମଣ୍ଡଳୀର ଲୋକମାନେ ଏକାଗ୍ର ଚିତ୍ତରେ ତାଙ୍କ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।


Swiv nou:

Piblisite


Piblisite