ପ୍ରେରିତ 13:16 - ପବିତ୍ର ବାଇବଲ (CL) NT (BSI)16 ପାଉଲ ଠିଆ ହୋଇ ଲୋକମାନଙ୍କୁ ସ୍ଥିର ହେବା ପାଇଁ ହାତରେ ସଙ୍କେତ ଦେଇ କହିଲେ: “ଉପସ୍ଥିତ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଅଣଇହୁଦୀମାନେ, ମୋ’ କଥା ଶୁଣନ୍ତୁ! Gade chapit laପବିତ୍ର ବାଇବଲ (Re-edited) - (BSI)16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ଵରଭୟକାରୀମାନେ, ଶ୍ରବଣ କରନ୍ତୁ। Gade chapit laଓଡିଆ ବାଇବେଲ16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ। Gade chapit laପବିତ୍ର ବାଇବଲ16 ତେଣୁ ପାଉଲ ଠିଆ ହୋଇ ହାତରେ ସଙ୍କେତ ଦେଲେ ଏବଂ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ପ୍ରକୃତ ଓ ପରମେଶ୍ୱରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମୋ’ କଥା ଶୁଣ। Gade chapit la |
“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।