Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:51 - ପବିତ୍ର ବାଇବଲ (CL) NT (BSI)

51 ପ୍ରେରିତ ଶିଷ୍ୟମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ସେମାନଙ୍କ ପାଦଧୂଳି ଝାଡ଼ି ଦେଇ ଇକନିୟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ସେଥିରେ ସେମାନେ ଆପଣା ଆପଣା ପାଦରଣଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,

Gade chapit la Kopi

ଓଡିଆ ବାଇବେଲ

51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ

51 ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ବିରୁଦ୍ଧରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦେଇ ଇକନିୟ ନଗରକୁ ଗ୍ଭଲିଗଲେ।

Gade chapit la Kopi




ପ୍ରେରିତ 13:51
10 Referans Kwoze  

ଯଦି କୌଣସି ଗୃହରେ ବା ସହରେ ତୁମକୁ ଲୋକେ ଗ୍ରହଣ କରନ୍ତି ନାହିଁ, ପାଦରୁ ଧୂଳି ଝାଡ଼ିଦେଇ ସେ ସ୍ଥାନ ପରିତ୍ୟାଗ କର।


କିନ୍ତୁ ସେମାନେ ତାଙ୍କର ବିରୋଧ କରି ତାଙ୍କର କୁତ୍ସାରଟନା କରିବାରୁ, ଏହାର ପ୍ରତିବାଦ ସ୍ୱରୂପ ସେ ନିଜ ବସ୍ତ୍ରରୁ ଧୂଳି ଝାଡ଼ି ଦେଇ ସେମାନଙ୍କୁ କହିଲେ, “”ଯଦି ତୁମ୍ଭେମାନେ ବିନଷ୍ଟ ହୁଅ, ତେବେ ସେଥିପାଇଁ ତୁମ୍ଭେମାନେ ନିଜେ ଦାୟୀ ହେବ। ମୁଁ ଏଥିପାଇଁ ଦାୟୀ ନୁହେଁ। ଏଣିକି ମୁଁ ଅଣଇହୁଦୀମାନଙ୍କ ପାଖକୁ ଯିବି।”


ଯେଉଁଠାରେ ଲୋକମାନେ ତୁମକୁ ସ୍ୱାଗତ ନ ଜଣାନ୍ତି, ସେହି ସହର ପରିତ୍ୟାଗ କର ଓ ସେମାନଙ୍କ ପ୍ରତି ଚେତାବଦୀ ସ୍ୱରୂପେ ତୁମ ପାଦର ଧୂଳି ଝାଡ଼ିଦିଅ।”


ପାଉଲ ଓ ବର୍ଣ୍ଣବା ଦର୍ବୀରେ ଶୁଭବାର୍ତ୍ତା ପ୍ରଚାର କରି ଅନେକ ଶିଷ୍ୟଙ୍କୁ ଲାଭ କଲେ। ତା’ପରେ ସେମାନେ ଲୁସ୍ତ୍ରା, ଦର୍ବୀ, ଇକନିୟ ଓ ପିସିଦିଆର ଆଣ୍ଟିୟୋଖକୁ ଫେରିଗଲେ।


ପିସିଦିଆର ଆଣ୍ଟିୟୋଖ ଓ ଇକନିୟରୁ କେତେକ ଇହୁଦୀ ଆସିଥିଲେ, ସେମାନେ ଜନତାକୁ ମତାଇ ପାଉଲଙ୍କୁ ପ୍ରସ୍ତରାଘାତ କଲେ ଓ ତାଙ୍କୁ ମୃତ ବୋଲି ଭାବି ସହର ବାହାରକୁ ଘୋଷାରି ନେଲେ।


ଇକନିୟରେ ସେହି ଘଟଣାର ପୁନରାବୃତ୍ତି ହେଲା: ପାଉଲ ଓ ବର୍ଣ୍ଣବା ଉପାସନା ଗୃହକୁ ଯାଇ ଏପରିଭାବେ ପ୍ରଚାର କଲେ ଯେ ବହୁସଂଖ୍ୟକ ଇହୁଦୀ ଓ ଅଣଇହୁଦୀମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲେ।


ଯଦି କୌଣସି ସ୍ଥାନରେ ଲୋକେ ତୁମକୁ ସ୍ୱାଗତ କରନ୍ତି ନାହିଁ ବା ତୁମ କଥା ଶୁଣନ୍ତି ନାହିଁ, ତୁମ ପାଦ ଧୂଳି ଝାଡ଼ିଦେଇ ସେହି ସ୍ଥାନ ଛାଡ଼ି ଚାଲିଯାଅ। ଏହା ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ସ୍ୱରୂପ ହେବ।”


ଲୁସ୍ତ୍ରା ଓ ଇକନିୟରେ ଥିବା ବିଶ୍ୱାସୀମାନଙ୍କ ମଧ୍ୟରେ ତୀମଥିଙ୍କର ସୁନାମ ଥିଲା।


“ଆମ ପାଦରେ ଲାଗିଥିବା ତୁମ ସହରର ଧୂଳିକୁ ଆମେ ତୁମ ବିରୁଦ୍ଧରେ ଛାଡ଼ି ଦେଉଛୁ; କିନ୍ତୁ ମନେରଖ, ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ!”


Swiv nou:

Piblisite


Piblisite