Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:7 - ପବିତ୍ର ବାଇବଲ (CL) NT (BSI)

7 ସେ ସେହି ଦ୍ୱୀପର ଶାସନକର୍ତ୍ତା ସର୍ଗିୟସ ପାଉଲସଙ୍କର ଜଣେ ବନ୍ଧୁ ଥିଲା। ସର୍ଗିୟସ ଜଣେ ବୁଦ୍ଧିମାନ ବ୍ୟକ୍ତି ଥିଲେ। ସେ ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କରି ବର୍ଣ୍ଣବା ଓ ଶାଉଲଙ୍କୁ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ଵରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।

Gade chapit la Kopi

ଓଡିଆ ବାଇବେଲ

7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।

Gade chapit la Kopi

ପବିତ୍ର ବାଇବଲ

7 ସେହି ବର୍ଯୀଶୁ ରାଜ୍ୟପାଳ ସେର୍ଗିୟ ପାଉଲଙ୍କର ମିତ୍ର ଥିଲେ। ସେର୍ଗିୟ ପାଉଲ ଜଣେ ବିବେକୀ ଓ ଜ୍ଞାନୀ ଲୋକ ଥିଲେ, ପରମେଶ୍ୱରଙ୍କର ବାକ୍ୟ ଶୁଣିବାକୁ ଗ୍ଭହୁଁଥିଲେ। ତେଣୁ ସେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କୁ ଡକାଇ ପଠାଇଲେ।

Gade chapit la Kopi




ପ୍ରେରିତ 13:7
11 Referans Kwoze  

ଯଦି ଦୀମିତ୍ରୀୟ ଓ ତା’ର କାରିଗରମାନଙ୍କର କାହା ବିରୁଦ୍ଧରେ କୌଣସି ଅଭିଯୋଗ ଅଛି, ତା’ ବିଚାର କରିବାକୁ ଆମ କର୍ତ୍ତୃପକ୍ଷମାନେ ଅଛନ୍ତି ଓ ବିଚାରାଳୟର ନିର୍ଦ୍ଦିଷ୍ଟ ଦିନ ସବୁ ରହିଛି। ସେଠାରେ ସେହି ଅଭିଯୋଗ ଉପସ୍ଥାପିତ କରାଯାଇପାରିବ।


ଏହା ଦେଖି ଶାସନକର୍ତ୍ତାଙ୍କର ବିଶ୍ୱାସ ହେଲା, କାରଣ ସେ ପ୍ରଭୁଙ୍କ ଶିକ୍ଷା ଶୁଣି ଚମକ୍ରୃତ ହୋଇଥିଲେ।


ଗାଲିୟୋ ଆଖାୟାର ରୋମୀୟ ଶାସକ ଥିବା ସମୟରେ, ଇହୁଦୀମାନେ ଏକତ୍ରିତ ହୋଇ ପାଉଲଙ୍କୁ ଧରି ବିଚାରାଳୟକୁ ନେଲେ।


କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା।


ସମସ୍ତ ବିଷୟ ପରୀକ୍ଷା କରି ଦେଖ; ଯାହା ସବୁ ସତ୍, ତାହାକୁ ଗ୍ରହଣ କର;


Swiv nou:

Piblisite


Piblisite