Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:8 - ପବିତ୍ର ବାଇବଲ (CL) NT (BSI)

8 ତେଣୁ ସେମାନେ ମିଷୀଆ ମଧ୍ୟଦେଇ ଯାତ୍ରା କରି ତ୍ରୋୟାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

8 ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।

Gade chapit la Kopi




ପ୍ରେରିତ 16:8
6 Referans Kwoze  

ଟ୍ରୋୟସ୍ ସହରରେ କାର୍ପସ୍ଙ୍କ ପାଖରେ ମୁଁ ଯେଉଁ ଅଙ୍ଗରଖା ଛାଡ଼ି ଆସିଛି, ତୁମେ ଆସିବା ବେଳେ ତାକୁ ସାଙ୍ଗରେ ନେଇ ଆସିବ। ମୋର ପୁସ୍ତକ ଓ ନଥିପତ୍ରଗୁଡ଼ିକୁ ମଧ୍ୟ ନେଇ ଆସିବ।


ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବାକୁ ତ୍ରୋୟା ଦ୍ୱୀପରେ ପହଞ୍ଚି ମୁଁ ଦେଖିଲି, ଏ କାର୍ଯ୍ୟ ପାଇଁ ପ୍ରଭୁ ବାଟ ଖୋଲି ଦେଇଛନ୍ତି।


ସେମାନେ ଆଗରୁ ଯାଇ ତ୍ରୋୟାରେ ଆମକୁ ଅପେକ୍ଷା କରିଥିଲେ।


ଆମେ ଜାହାଜ ଯୋଗେ ତ୍ରୋୟା ଛାଡ଼ି ସାମଥ୍ରାକିକୁ ଗଲୁ ଓ ତହିଁ ଆରଦିନ ନିଆପଲ୍ଲିରେ ପହଞ୍ଚିଲୁ।


ମିଷୀଆର ସୀମାରେ ପହଞ୍ଚି ବିଥିନିଆ ପ୍ରଦେଶକୁ ଯିବାକୁ ବାହାରିବାବେଳେ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।


ଖମୀରଶୂନ୍ୟ ରୋଟୀ ପର୍ବ ପରେ ଆମେ ଫିଲିପ୍ପୀରୁ ଜଳଯାତ୍ରା କରି ପାଞ୍ଚ ଦିନ ପରେ ତ୍ରୋୟାରେ ସେମାନଙ୍କ ସହିତ ଯୋଗ ଦେଲୁ ଓ ସେଠାରେ ଏକ ସପ୍ତାହ ଅତିବାହିତ କଲୁ।


Swiv nou:

Piblisite


Piblisite