Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:6 - ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ସେଠାରେ ପାଉଲ ଓ ଶୀଲାଙ୍କୁ ନ ପାଇ, ସେମାନେ ଯେସନ୍ ଓ ଅନ୍ୟ କେତେକ ବିଶ୍ୱାସୀମାନଙ୍କୁ ନଗରର କର୍ତ୍ତୃପକ୍ଷମାନଙ୍କ ନିକଟକୁ ଟାଣି ନେଇ ଚିକ୍ରାର କରି କହିଲେ, “ଏହି ଲୋକମାନେ ଚାରିଆଡ଼େ ଗଣ୍ଡଗୋଳ କରୁଛନ୍ତି! ବର୍ତ୍ତମାନ ସେମାନେ ଆମ ନଗରକୁ ଆସିଛନ୍ତି ଓ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ଭାଇଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ଵରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ତାହାଙ୍କୁ ନ ପାଇ ଯାସୋନ ଓ କେତେକ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସେମାନେ ପାଟି କରି କହିଲେ, “ଏହି ଲୋକମାନେ ସାରା ଜଗତରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସେମାନେ ବର୍ତ୍ତମାନ ଏଠାକୁ ମଧ୍ୟ ଆସିଲେଣି।

Gade chapit la Kopi




ପ୍ରେରିତ 17:6
18 Referans Kwoze  

ଏହି ଲୋକଟା ଭୟଙ୍କର ଗଣ୍ଡଗୋଳିଆ ବୋଲି ଆମେ ଜାଣୁ; ସେ ପୃଥିବୀରେ ସବୁଆଡ଼େ ବୁଲି ଇହୁଦୀମାନଙ୍କୁ ଶାନ୍ତି ଭଙ୍ଗ କରିବାକୁ ମତାଉଛି। ସେ ନାଜରିତୀୟ ଦଳର ଜଣେ ନେତା।


ସେ ଯାହାହେଉ, ଆମେ ତୁମର ମତାମତ ଶୁଣିବାକୁ ଚାହୁଁ, କାରଣ ସର୍ବତ୍ର ଲୋକମାନେ ତୁମ ଦଳ ବିରୁଦ୍ଧରେ କଥା କହୁଛନ୍ତି।”


କିନ୍ତୁ ସେମାନେ ବାରମ୍ବାର ଜୋର୍ ଦେଇ କହିଲେ, “ତାହାର ଶିକ୍ଷା ଦ୍ୱାରା ସେ ସମଗ୍ର ଯିହୂଦାର ଲୋକମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି। ସେ ତାହା ଗାଲିଲୀରେ ଆରମ୍ଭ କଲା ଓ ବର୍ତ୍ତମାନ ଏଠାକୁ ଆସିଛି।”


ଈଶ୍ୱରଙ୍କ ରାଜ୍ୟ ବିଷୟରେ ଶୁଭବାର୍ତ୍ତା ସମଗ୍ର ମାନବ ଜାତି ପାଇଁ ସତ୍ୟ ସାକ୍ଷ୍ୟ ରୂପେ ସାରା ଜଗତରେ ପ୍ରଚାରିତ ହେବ। ତା’ପରେ ଯାଇ ଯୁଗାବସାନ ଘଟବ।”


କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:


କିନ୍ତୁ ଇହୁଦୀମାନେ ଈର୍ଷାତୁର ହେଲେ ଓ କେତେକ ଦୁଷ୍ଟ ପ୍ରକୃତିର ଲୋକମାନଙ୍କୁ ଠୁଳ କରି ସମଗ୍ର ନଗରରେ ଉତ୍ତେଜନା ସୃଷ୍ଟି କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଖୋଜି ଲୋକମାନଙ୍କ ନିକଟକୁ ଆଣିବା ପାଇଁ ଯେସନ୍ ନାମକ ଜଣେ ଲୋକର ଘରକୁ ଆକ୍ରମଣ କଲେ।


ରାତି ହେବାକ୍ଷଣି ବିଶ୍ୱାସୀମାନେ ପାଉଲ ଓ ଶୀଲାଙ୍କୁ ବେରିଆକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ସମାଜ ଗୃହକୁ ଗଲେ।


ସଙ୍ଗେ ସଙ୍ଗେ ବିଶ୍ୱାସୀମାନେ ପାଉଲଙ୍କୁ ସମୁଦ୍ର ଉପକୂଳକୁ ପଠାଇ ଦେଲେ; କିନ୍ତୁ ଶୀଲା ଓ ତୀମଥି ଦୁହେଁ ବେରିଆରେ ରହିଲେ।


ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”


Swiv nou:

Piblisite


Piblisite