Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:1 - ପବିତ୍ର ବାଇବଲ (CL) NT (BSI)

1 ଏହାପରେ ପାଉଲ ଆଥେନ୍ସ୍ ଛାଡ଼ି କରିନ୍ଥକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

1 ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।

Gade chapit la Kopi




ପ୍ରେରିତ 18:1
10 Referans Kwoze  

କରିନ୍ଥ ନଗରସ୍ଥ ଈଶ୍ୱରଙ୍କ ମଣ୍ଡଳୀକୁ ଏ ପତ୍ର ଲେଖୁଛନ୍ତି:- ଯେଉଁମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ଓ ଯୀଶୁ ଖ୍ରୀଷ୍ଟଙ୍କ ସହ ମିଳିତ ହେବା ଦ୍ୱାରା ଈଶ୍ୱରଙ୍କ ହୋଇ ଅଛନ୍ତି ଏବଂ ସର୍ବତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସନା କରୁଛନ୍ତି:


ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି।


ଆପୋଲ୍ଲୋ କରିନ୍ଥରେ ଥିବାବେଳେ ପାଉଲ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଯାତ୍ରା ଶେଷ କରି ଏଫିସସ୍ରେ ପହଞ୍ଚିଲେ। ସେଠାରେ ସେ କେତେକ ଶିଷ୍ୟଙ୍କ ଦେଖା ପାଇ ପଚାରିଲେ,


ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ନିଯୁକ୍ତ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଇଲ ମଣ୍ଡଳୀ ଏବଂ ଆଖାୟା ଦେଶର ସମସ୍ତ ବିଶ୍ୱାସୀ ନିକଟକୁ ଏହି ପତ୍ର ଲେଖୁ ଅଛନ୍ତି।


ଈଶ୍ୱର ମୋର ସାକ୍ଷୀ। ସେ ମୋ’ ହୃଦୟ ଜାଣନ୍ତି। ତୁମ୍ଭମାନଙ୍କୁ ମୁଁ ଯେପରି ଆଉ ଆଘାତ ନ ଦିଏ, ସେଥିପାଇଁ ମୋର କରିନ୍ଥ ଯାତ୍ରା ସ୍ଥଗିତ ରଖିଲି।


ପାଉଲଙ୍କୁ ନେଇ ଯାଉଥିବା ଲୋକମାନେ ତାଙ୍କ ସହିତ ଆଥେନ୍ସ୍ ପର୍ଯ୍ୟନ୍ତ ଗଲେ। ସେଠାରୁ ସେମାନେ ବେରିଆକୁ ଫେରି ଆସି ଶୀଲା ଓ ତୀମଥିଙ୍କୁ କହିଲେ, ସେମାନେ ଶୀଘ୍ର ପାଉଲଙ୍କ ସହିତ ଯୋଗ ଦିଅନ୍ତୁ ବୋଲି ପାଉଲ ନିର୍ଦ୍ଦେଶ ଦେଇଛନ୍ତି।


ଆଥେନ୍ସ୍ରେ ଶୀଲା ଓ ତୀମଥିଙ୍କର ପ୍ରତୀକ୍ଷାରେ ଥିବା ସମୟରେ ନଗରୀଟି ଦେବ ପ୍ରତିମାରେ ପୂର୍ଣ୍ଣ ହୋଇଥିବା ଲକ୍ଷ୍ୟ କରି ପାଉଲ ଅତ୍ୟନ୍ତ କ୍ଷୁବ୍ଧ ହେଲେ।


ସମାଜ ଗୃହର ଅଧ୍ୟକ୍ଷ କ୍ରିସ୍ପସ୍ ଓ ତାଙ୍କ ପରିବାରର ସମସ୍ତେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ଏବଂ କରିନ୍ଥର ଆହୁରି ଅନେକ ଲୋକ ପାଉଲଙ୍କ ଶିକ୍ଷା ଶୁଣି ବିଶ୍ୱାସ କଲେ ଓ ଜଳଦୀକ୍ଷା ଗ୍ରହଣ କଲେ।


କରିନ୍ଥର ପ୍ରିୟ ବନ୍ଧୁଗଣ, ଆମେ ନିଷ୍କପଟଭାବେ ତୁମ୍ଭମାନଙ୍କୁ ସବୁ କହିଅଛୁ। ତୁମ୍ଭମାନଙ୍କ ନିକଟରେ ଆମର ହୃଦୟ ଖୋଲି ଦେଇଛି।


Swiv nou:

Piblisite


Piblisite