Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:3 - ପବିତ୍ର ବାଇବଲ (CL) NT (BSI)

3 ପାଉଲ ପଚାରିଲେ, “ତାହାହେଲେ ତୁମେ କେଉଁ ପ୍ରକାର ଜଳଦୀକ୍ଷା ଗ୍ରହଣ କରିଛ?” ସେମାନେ ଉତ୍ତର ଦେଲେ: "ଯୋହନଙ୍କ ଜଳଦୀକ୍ଷା"

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।

Gade chapit la Kopi

ଓଡିଆ ବାଇବେଲ

3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।

Gade chapit la Kopi

ପବିତ୍ର ବାଇବଲ

3 ସେ ପୁଣି ପଗ୍ଭରିଲେ, “ତେବେ ତୁମ୍ଭେମାନେ କେଉଁଥିରେ ବାପ୍ତିଜିତ ହୋଇଥିଲ?” ସେମାନେ କହିଲେ, “ବାପ୍ତିଯୋକ ଯୋହନ ଯେଉଁ ବାପ୍ତିସ୍ମ ବିଷୟ ଶିକ୍ଷା ଦେଇଥିଲେ।”

Gade chapit la Kopi




ପ୍ରେରିତ 19:3
8 Referans Kwoze  

ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ।


ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।


କାରଣ ସେ ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ କାହାରି ଉପରେ ପବିତ୍ରଆତ୍ମା ଅବତରଣ କରି ନ ଥିଲେ। ସେମାନେ କେବଳ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କରିଥିଲେ।


ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


(ଯେଉଁମାନେ ଏହିସବୁ କଥା ଶୁଣୁଥିଲେ, ସେମାନେ, ବିଶେଷତଃ କରଆଦାୟକାରୀମାନେ, ଈଶ୍ୱରଙ୍କ ଯଥାର୍ଥ ଦାବୀ ସବୁ ପୂରଣ କରି ଯୋହନଙ୍କ ଦ୍ୱାରା ଜଳଦୀକ୍ଷା ଗ୍ରହଣ କରିଥିଲେ।


ଜଳଦୀକ୍ଷା ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମହାବିଚାର, ମୃତମାନଙ୍କର ପୁନରୁତ୍ଥାନ ଓ ଅନନ୍ତ ଦଣ୍ଡ ପ୍ରଭୃତି ତତ୍ତ୍ୱମାନଙ୍କର ଭିତ୍ତି ପୁନର୍ବାର ସ୍ଥାପନ କରିବା ଅନାବଶ୍ୟକ।


Swiv nou:

Piblisite


Piblisite