Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:4 - ପବିତ୍ର ବାଇବଲ (CL) NT (BSI)

4 ପାଉଲ କହିଲେ, “ଯେଉଁମାନେ ପାପରୁ ବିମୁଖ ହୋଇଥିଲେ, ଯୋହନଙ୍କ ଜଳଦୀକ୍ଷା ସେମାନଙ୍କ ପ୍ରତି ଉଦ୍ଦିଷ୍ଟ ଥିଲା। କିନ୍ତୁ ତାଙ୍କ ପରେ ଯେ ଆସିବାର ଥିଲା, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ୱାସ କରିବା ପାଇଁ ଯୋହନ ଇଶ୍ରାଏଲର ଲୋକମାନଙ୍କୁ କହିଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ପାଉଲ କହିଲେ, ଯୋହନ ମନ ପରିବର୍ତ୍ତନର ବାପ୍ତିସ୍ମରେଯଯ ବାପ୍ତିସ୍ମ ଦେଇ, ତାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ଵାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”

Gade chapit la Kopi




ପ୍ରେରିତ 19:4
16 Referans Kwoze  

ଯୋହନ ଜଳରେ ଦୀକ୍ଷିତ କରାଇଲେ, କିନ୍ତୁ ଅଳ୍ପ ଦିନ ମଧ୍ୟରେ ତୁମ୍ଭେମାନେ ପବିତ୍ରଆତ୍ମାରେ ଦୀକ୍ଷିତ ହେବ।”


ତା’ପରେ ମୁଁ ପ୍ରଭୁଙ୍କର ଏହି ବାକ୍ୟ ସ୍ମରଣ କଲି: ‘ଯୋହନ ଜଳଳେ ଦୀକ୍ଷା ଦେଲେ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଦୀକ୍ଷିତ ହେବ।’


ସେ ମୋ’ ପରେ ଆସୁଛନ୍ତି। ତାଙ୍କ ପାଦୁକାର ବନ୍ଧନ ଖୋଲି ଦେବାକୁ ମଧ୍ୟ ମୁଁ ଅଯୋଗ୍ୟ।”


ସମଗ୍ର ମାନବ ଜାତି ଏହି ସମ୍ବାଦ ଶୁଣି ଯେପରି ବିଶ୍ୱାସ କରିବେ, ସେଥିପାଇଁ ଯୋହନ ଆସିଥିଲେ।


ତାଙ୍କ ସମ୍ପର୍କରେ ସାକ୍ଷ୍ୟ ଦେଇ ଯୋହନ ଉଚ୍ଚ ସ୍ୱରରେ କହିଲେ: “ଏହାଙ୍କ ବିଷୟରେ ମୁଁ କହୁଥିଲି, “ମୋ’ଠାରୁ ମହାନ୍, କାରଣ ମୋର ଜନ୍ମ ପୂର୍ବରୁ ତାଙ୍କର ସ୍ମୃତି ଅଛି’।”


ଯୋହନ ଉତ୍ତର ଦେଲେ: “ମୁଁ କେବଳ ଜଳଦୀକ୍ଷା ଦେଉଛି। କିନ୍ତୁ ତୁମ ମଧ୍ୟରେ ଏବେ ଜଣେ ବ୍ୟକ୍ତି ବିଦ୍ୟମାନ, ଯାହାଙ୍କୁ ତୁମେ ଚିହ୍ନ ନାହିଁ।


Swiv nou:

Piblisite


Piblisite