Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:13 - ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ଅନ୍ୟମାନେ ବିଶ୍ୱାସୀମାନଙ୍କୁ ବିଦ୍ରୂପ କରି କହିଲେ, “ଏହି ଲୋକମାନେ ମାତାଲ ହୋଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଅନ୍ୟମାନେ ବିଦ୍ରୂପ କରି କହିଲେ, ଏମାନେ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”

Gade chapit la Kopi




ପ୍ରେରିତ 2:13
10 Referans Kwoze  

ମଣ୍ଡଳୀର ସମସ୍ତେ ଏକତ୍ର ହେଉଥିବା ସମୟରେ ଯଦି ପ୍ରତ୍ୟେକେ ଅଜଣା ଭାଷାରେ କଥା କହନ୍ତି ଓ ସେଠାରେ ସାଧାରଣ ଲୋକେ ବା ଅନ୍ୟ ଧର୍ମାବଲମ୍ବୀମାନେ ଉପସ୍ଥିତ ହୁଅନ୍ତି, ସେମାନେ କଅଣ ମଣ୍ଡଳୀର ସମସ୍ତଙ୍କୁ ପାଗଳ ବୋଲି ମନେ କରିବେ ନାହିଁ?


ତୁମ୍ଭେମାନେ ମନେ କରୁଛ, ଏମାନେ ମାତାଲ। ନା, ଏମାନେ ମାତାଲ ନୁହଁନ୍ତି, କାରଣ ବର୍ତ୍ତମାନ ସମୟ ସକାଳ ନ’ଟା।


ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ।


Swiv nou:

Piblisite


Piblisite