Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:16 - ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ଭାବବାଦୀ ଯୋୟେଲ ଯେଉଁ ଘଟଣାବଳୀ ବିଷୟରେ ଭବିଷ୍ୟତବାଣୀ କହିଥିଲେ, ଏହା ସେଭଳି ଏକ ଘଟଣା। ଯୋୟେଲ କହିଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ଵାରା ଯାହା ଉକ୍ତ ଅଛି, ଏ ସେହି ଘଟଣା :-

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;

Gade chapit la Kopi

ପବିତ୍ର ବାଇବଲ

16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:

Gade chapit la Kopi




ପ୍ରେରିତ 2:16
5 Referans Kwoze  

ତୁମ୍ଭେମାନେ ମନେ କରୁଛ, ଏମାନେ ମାତାଲ। ନା, ଏମାନେ ମାତାଲ ନୁହଁନ୍ତି, କାରଣ ବର୍ତ୍ତମାନ ସମୟ ସକାଳ ନ’ଟା।


“ଈଶ୍ୱର କହନ୍ତି: ‘ଶେଷ ଦିନମାନଙ୍କରେ ଏହା ସବୁ ଘଟିବ: ମୁଁ ସମସ୍ତଙ୍କ ଉପରେ ମୋର ଆତ୍ମା ବୃଷ୍ଟି କରିବି। ତୁମ ପୁତ୍ର ଓ କନ୍ୟାମାନେ ଭାବବାଣୀ କହିବେ। ତୁମର ଯୁବକମାନେ ଦିବ୍ୟ ଦର୍ଶନ ପାଇବେ, ଓ ତୁମର ବୃଦ୍ଧମାନେ ସ୍ୱପ୍ନ ଦେଖିବେ।


Swiv nou:

Piblisite


Piblisite