Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:19 - ପବିତ୍ର ବାଇବଲ (CL) NT (BSI)

19 ମୁଁ ଆକାଶର ଉଦ୍ଧ୍ୱର୍ଦେଶରେ ଅଦ୍ଭୁତ କାର୍ଯ୍ୟ ଓ ନିମ୍ନସ୍ଥ ପୃଥିବୀରେ ଅଦ୍ଭୁତ ଲକ୍ଷଣ ଦେଖାଇବି। ରକ୍ତ, ଅଗ୍ନି ଓ ଘନ ଧୂମରେ ପୃଥିବୀ ପୂର୍ଣ୍ଣ ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆମ୍ଭେ ଊର୍ଦ୍ଧ୍ଵସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।

Gade chapit la Kopi

ଓଡିଆ ବାଇବେଲ

19 ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।

Gade chapit la Kopi

ପବିତ୍ର ବାଇବଲ

19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ, ଧୂଆଁର ଚିହ୍ନମାନ ଦେଖାଇବି।

Gade chapit la Kopi




ପ୍ରେରିତ 2:19
8 Referans Kwoze  

ଯୀଶୁ ତାଙ୍କୁ କହିଲେ: “ଅଦ୍ଭୁତ ଓ ଅଲୌକିକ କାର୍ଯ୍ୟମାନ ନ ଦେଖିଲେ, ତୁମ୍ଭେମାନେ କେବେହେଲେ ବିଶ୍ୱାସ କରିବ ନାହିଁ।”


ହଁ, ମୋ’ ସେବକ ସେବିକାମାନଙ୍କ ଉପରେ ସେତେବେଳେ ମୁଁ ମୋର ଆତ୍ମା ଢାଳି ଦେବି ସେମାନେ ମୋର ବାର୍ତ୍ତା ଘୋଷଣା କରିବେ।


ପ୍ରଭୁଙ୍କର ମହା ଗୌରବମୟ ଦିବସର ଆଗମନ ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ରକ୍ତ ପରି ଲୋହିତ ବର୍ଣ୍ଣ ହେବ।


“ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ।


Swiv nou:

Piblisite


Piblisite