Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:21 - ପବିତ୍ର ବାଇବଲ (CL) NT (BSI)

21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ଏପରି ଘଟିବ ଯେ, ଯେକେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।

Gade chapit la Kopi

ଓଡିଆ ବାଇବେଲ

21 ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।

Gade chapit la Kopi

ପବିତ୍ର ବାଇବଲ

21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’

Gade chapit la Kopi




ପ୍ରେରିତ 2:21
10 Referans Kwoze  

ଆଉ କାହିଁକି ବିଳମ୍ବ କରୁଛ? ଆସ, ଜଳଦୀକ୍ଷା ଗ୍ରହଣ କର ଓ ତାଙ୍କଠାରେ ପ୍ରାର୍ଥନା କରିବା ଦ୍ୱାରା ତୁମର ପାପ ସବୁ ପ୍ରକ୍ଷାଳିତ ହେଉ।”


ତେଣୁ ଆମେ ସାହସ ସହକାରେ ଈଶ୍ୱରଙ୍କ ଦୟା-ସିଂହାସନ ନିକଟକୁ ଯାଇପାରୁ। ସେଠାରେ ଆମର ପ୍ରୟୋଜନ ସମୟରେ ଆମର ଉପକାର ନିନ୍ତେ ଦୟା ଓ ଅନୁଗ୍ରହ ଲାଭ କରିବୁ।


କରିନ୍ଥ ନଗରସ୍ଥ ଈଶ୍ୱରଙ୍କ ମଣ୍ଡଳୀକୁ ଏ ପତ୍ର ଲେଖୁଛନ୍ତି:- ଯେଉଁମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ଓ ଯୀଶୁ ଖ୍ରୀଷ୍ଟଙ୍କ ସହ ମିଳିତ ହେବା ଦ୍ୱାରା ଈଶ୍ୱରଙ୍କ ହୋଇ ଅଛନ୍ତି ଏବଂ ସର୍ବତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସନା କରୁଛନ୍ତି:


ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।


ପ୍ରଭୁ କହିଲେ, “ପ୍ରସ୍ତୁତ ହୁଅ। ‘ସଳଖ’ ନାମକ ରାସ୍ତା ଧରି ଯିହୁଦାଙ୍କ ଘରକୁ ଯାଅ। ସେଠାରେ ତାର୍ସସ୍ଠାରୁ ଆସିଥିବା ଶାଉଲ ନାମକ ଜଣେ ବ୍ୟକ୍ତିଙ୍କୁ ଅନୁସନ୍ଧାନ କର। ସେ ପ୍ରାର୍ଥନା କରୁଛନ୍ତି।


ପ୍ରଭୁଙ୍କର ମହା ଗୌରବମୟ ଦିବସର ଆଗମନ ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ରକ୍ତ ପରି ଲୋହିତ ବର୍ଣ୍ଣ ହେବ।


Swiv nou:

Piblisite


Piblisite