Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:34 - ପବିତ୍ର ବାଇବଲ (CL) NT (BSI)

34 ଦାଉଦ ନିଜେ ସ୍ୱର୍ଗକୁ ଯାଇ ନ ଥିଲେ; ବରଂ ସେ କହିଥିଲେ, ‘ଈଶ୍ୱର ମୋର ପ୍ରଭୁଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ ଦାଉଦ ସ୍ଵର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

34 କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

34 ଦାଉଦ ସ୍ୱର୍ଗ ଆରୋହଣ କରି ନାହାନ୍ତି। କିନ୍ତୁ ଯୀଶୁ ସ୍ୱର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି: ‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ:

Gade chapit la Kopi




ପ୍ରେରିତ 2:34
9 Referans Kwoze  

ଈଶ୍ୱର ତାଙ୍କର କୌଣସି ଦୂତଙ୍କୁ କେବେ କହି ନାହାନ୍ତି; “ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପଦାନତ ନ କରିବା ପର୍ଯ୍ୟନ୍ତ ତୁମେ ମୋର ଦକ୍ଷିଣ ପାଶ୍ୱର୍ରେ ବସିଥାଅ।”


ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି।


ଈଶ୍ୱର ସମସ୍ତ ଶତ୍ରୁଙ୍କୁ ପରାସ୍ତ କରି ଖ୍ରୀଷ୍ଟଙ୍କ ପଦଦଳିତ କରିବା ପର୍ଯ୍ୟନ୍ତ, ଖ୍ରୀଷ୍ଟ ରାଜତ୍ୱ କରିବେ।


“ଧର୍ମଗୁରୁମାନେ କାହିଁକି କହନ୍ତି, ମସୀହ ଦାଉଦଙ୍କ ବଂଶଧର ବୋଲି? ପବିତ୍ର ଆତ୍ମାଙ୍କଠାରୁ ପ୍ରେରଣା ପାଇ ଦାଉଦ କହିଛନ୍ତି: ‘ଈଶ୍ୱର ମୋ’ ପ୍ରଭୁଙ୍କୁ କହିଲେ, ଆମେ ତୁମର ସମସ୍ତ ଶତ୍ରୁଙ୍କୁ ତୁମ ପଦାନତ କରିବା ପର୍ଯ୍ୟନ୍ତ, ତୁମେ ଆମର ଦକ୍ଷିଣ ପାଶ୍ୱର୍ରେ ବସିଥାଅ।’


ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।”


ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପାଦପୀଠ ନ କରିବା ପର୍ଯ୍ୟନ୍ତ, ମୋର ଦକ୍ଷିଣ ପାଖରେ ବସିଥାଅ।’


Swiv nou:

Piblisite


Piblisite