Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:43 - ପବିତ୍ର ବାଇବଲ (CL) NT (BSI)

43 ପ୍ରେରିତ ଶିଷ୍ୟମାନେ ଅନେକ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କଲେ ଓ ସମସ୍ତେ ଏଥିରେ ବିସ୍ମୟାଭିଭୂତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଆଉ, ଲୋକସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ଵାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା।

Gade chapit la Kopi




ପ୍ରେରିତ 2:43
15 Referans Kwoze  

ସତ୍ୟ କହୁଛି, ମୋ’ଠାରେ ଯେ ବିଶ୍ୱାସ କରେ, ମୁଁ କରୁଥିବା କାର୍ଯ୍ୟସବୁ ସେ କରିପାରିବ। ଏହାଠାରୁ ଆହୁରି ଅଧିକ ମହତ୍ କାର୍ଯ୍ୟ ମଧ୍ୟ ସେ କରିପାରିବ, କାରଣ ମୁଁ ମୋ’ ପିତାଙ୍କ ନିକଟକୁ ଯାଉଛି


ତା’ପରେ ସେ ସ୍ଥାନର ଲୋକମାନେ ଯୀଶୁଙ୍କୁ ସେଠାରୁ ଚାଲିଯିବା ପାଇଁ କହିଲେ, କାରଣ ସେମାନେ ବଡ଼ ଆତଙ୍କିତ ହୋଇଥିଲେ। ତେଣୁ ଯୀଶୁ ନୌକାରେ ଚଢ଼ି ଚାଲିଗଲେ।


ସେମାନେ ସମସ୍ତେ ଭୟଭୀତ ହେଲେ ଓ ଈଶ୍ୱରଙ୍କ ପ୍ରଶଂସା କଲେ। ସେମାନେ କହିଲେ, “ଜଣେ ମହାନ୍ ଭାବବାଦୀ ଆମ ମଧ୍ୟରେ ଅବତୀର୍ଣ୍ଣ ହୋଇଛନ୍ତି! ଈଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କରିବା ପାଇଁ ଆସିଛନ୍ତି!”


ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ,


ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।


ମହାଶକ୍ତିରେ ପ୍ରେରିତ ଶିଷ୍ୟମାନେ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ ଏବଂ ଈଶ୍ୱର ସେମାନଙ୍କ ଉପରେ ପ୍ରଚୁର ଆଶୀର୍ବାଦ ଢାଳି ଦେଲେ।


ପିତର ତାଙ୍କୁ କହିଲେ, “ଏନିୟ, ଯୀଶୁଖ୍ରୀଷ୍ଟ ତୁମକୁ ସୁସ୍ଥ କରିଛନ୍ତି। ଉଠ, ତୁମର ବିଛଣା ସଜାଡ଼।”


“ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ।


ହନନୀୟ ଏହି କଥା ଶୁଣିବାକ୍ଷଣି ତଳେ ପଡ଼ି ପ୍ରାଣ ହରାଇଲା; ଆଉ ଯେଉଁମାନେ ଏହି କଥା ଶୁଣିଲେ, ମୋନେ ସମସ୍ତେ ଭୟଭୀତ ହେଲେ।


Swiv nou:

Piblisite


Piblisite