Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:44 - ପବିତ୍ର ବାଇବଲ (CL) NT (BSI)

44 ବିଶ୍ୱାସୀମାନେ ପରସ୍ପର ସହିତ ଘନିଷ୍ଠ ବନ୍ଧୁତାରେ ଆବଦ୍ଧ ହେଲେ ଓ ମିଳିତ ଭାବରେ ସେମାନଙ୍କର ସମସ୍ତ ସମ୍ପତ୍ତି ଭୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମାତ୍ର ଯେଉଁମାନେ ବିଶ୍ଵାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ,

Gade chapit la Kopi

ଓଡିଆ ବାଇବେଲ

44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ।

Gade chapit la Kopi




ପ୍ରେରିତ 2:44
9 Referans Kwoze  

ବିଶ୍ୱାସୀଦଳ ଏକ ପ୍ରାଣ ଓ ଏକ ଚିତ୍ତ ହେଲେ। କେହି ନିଜର ସମ୍ପତ୍ତିକୁ ନିଜସ୍ୱ ବୋଲି ଦାବୀ କରୁ ନ ଥିଲେ, ବରଂ ସମସ୍ତଙ୍କର ସମ୍ପତ୍ତିକୁ ସେମାନେ ସମଭାବରେ ଭୋଗ କଲେ।


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।


ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।”


ତାଙ୍କର ଜମି ବିକ୍ରୟ କରି ଲବ୍ଧ ଧନ ପ୍ରେରିତ ଶିଷ୍ୟମାନଙ୍କୁ ଦେଲେ।


କିନ୍ତୁ ସ୍ତ୍ରୀର ସମ୍ପତ୍ତି ନେଇ ହନନୀୟ ବିକ୍ରୀଲବ୍ଧ ଧନର କିଛି ଅଂଶ ନିଜ ପାଇଁ ରଖି, ବଳକାତକ ପ୍ରେରିତ ଶିଷ୍ୟମାନଙ୍କୁ ଦେଲା।


Swiv nou:

Piblisite


Piblisite