Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:6 - ପବିତ୍ର ବାଇବଲ (CL) NT (BSI)

6 ସଭାସ୍ଥଳରେ ହେଉଥିବା ଶବ୍ଦ ଶୁଣି, ଅନେକ ଲୋକ ସେଠାରେ ସମବେତ ହେଲେ। ବିଶ୍ୱାସୀମାନେ ସେଠାରେ ଉପସ୍ଥିତ ଥିବା ପ୍ରତ୍ୟେକଙ୍କ ଭାଷାରେ କଥା କହୁଥିବା ଶୁଣି ସେମାନଙ୍କ ମନରେ ଚାଞ୍ଚଲ୍ୟ ସୃଷ୍ଟି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେହି ଶଦ୍ଦ ହୁଅନ୍ତେ, ବହୁ ଜନତା ଏକତ୍ର ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ହତବୁଦ୍ଧି ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ

6 ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।

Gade chapit la Kopi




ପ୍ରେରିତ 2:6
6 Referans Kwoze  

ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବାକୁ ତ୍ରୋୟା ଦ୍ୱୀପରେ ପହଞ୍ଚି ମୁଁ ଦେଖିଲି, ଏ କାର୍ଯ୍ୟ ପାଇଁ ପ୍ରଭୁ ବାଟ ଖୋଲି ଦେଇଛନ୍ତି।


ଏଠାରେ ମୋ’ ବିପକ୍ଷରେ ଅନେକ ଲୋକ ଥିଲେ ସୁଦ୍ଧା, ଫଳପ୍ରଦ କାର୍ଯ୍ୟ କରିବାକୁ ମୋ’ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ଅଛି।


ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ।


ହଠାତ୍ ପ୍ରଚଣ୍ଡ ବାୟୁ ବାହିବାର ଶବ୍ଦ ଭଳି ଆକାଶରୁ ଏକ ଶବ୍ଦ ହେଲା ଓ ଯେଉଁ ଗୃହରେ ସେମାନେ ବସିଥିଲେ, ତାହ ସେହି ଶବ୍ଦରେ ପୂର୍ଣ୍ଣ ହେଲା।


ସେମାନଙ୍କର ଏହି କଥା ଶୁଣି ରାଜା ହେରୋଦ ଓ ଯିରୂଶାଲମର ସର୍ବସାଧାରଣ ବଡ଼ ବିଚଳିତ ହୋଇ ପଡ଼ିଲେ।


“ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାନଙ୍କରେ ଅଦ୍ଭୁତ ଲକ୍ଷଣ ଦେଖାଯିବ। ସବୁ ଦେଶର ଲୋକମାନେ ହତାଶ ହେବେ ଏବଂ ସମୁଦ୍ରର ଗର୍ଜନ ଓ ଭୟଙ୍କର ଜୁଆର ସେମାନଙ୍କୁ ଭୟଭୀତ କରିବ।


Swiv nou:

Piblisite


Piblisite