Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:12 - ପବିତ୍ର ବାଇବଲ (CL) NT (BSI)

12 ଲୋକମାନେ ଯୁବକଟିକୁ ଜୀବିତ ଦେଖି ତା’ ଘରକୁ ନେଇଗଲେ ଏବଂ ବହୁ ଆଶ୍ୱାସନା ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନେ ସେହି ବାଳକକୁ ଜୀବିତ ଅବସ୍ଥାରେ ଆଣି ଅତ୍ୟ; ଆଶ୍ଵାସ ପ୍ରାପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସ ପାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।

Gade chapit la Kopi




ପ୍ରେରିତ 20:12
10 Referans Kwoze  

ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,


ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।


ଆମ କ୍ଳେଶ ଭୋଗ ସମୟରେ ସେ ଆମକୁ ଯେଉଁ ସାନ୍ୱନା ଦ୍ୱାରା ଆମେ ଯେଉଁ ସାନ୍ତ୍ୱନା ଦେଇ ପାରିବା।


ତେଣୁ ବର୍ତ୍ତମାନ ଯେପରି କରୁଛ, ଠିକ୍ ସେହିପରି ପରସ୍ପରକୁ ଉତ୍ସାହିତ ଓ ସାହାଯ୍ୟ କରୁଥାଅ।


ଏହି ସବୁ କଥା ଶୁଣାଇ ତୁମ୍ଭେମାନେ ପରସ୍ପରକୁ ଉତ୍ସାହିତ କର।


କିନ୍ତୁ ତୁମକୁ ବଳିଷ୍ଠ କରିବାକୁ ଓ ତୁମର ବିଶ୍ୱାସ ଦୃଢ଼ କରିବା ପାଇଁ ତୁମ ନିକଟକୁ ଆମ ଭାଇ ତୀମଥିଙ୍କୁ ପଠାଇବୁ। ସେ ଆମ ସହିତ ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରି ଈଶ୍ୱରଙ୍କ ସେବା କରୁଛନ୍ତି।


ଆମେ ସବୁ କିପରି ଅଛୁ, ସେ ବିଷୟ ଜଣାଇ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି।


ତା’ପରେ ସେ ଉପରକୁ ଫେରି ଯାଇ ରୋଟୀ ଭାଙ୍ଗି ଭୋଜନ କଲେ ଓ ସୂର୍ଯ୍ୟୋଦୟ ହେବା ପର୍ଯ୍ୟନ୍ତ ସେମାନଙ୍କ ସହିତ ବହୁତ କଥାବାର୍ତ୍ତା କରି ସେଠାରୁ ପ୍ରସ୍ଥାନ କଲେ।


ଆମେ ଆଗରୁ ଜାହାଜରେ ଚଢ଼ି ଆସୋସ୍କୁ ଯାତ୍ରା କଲୁ। ସେଠାରୁ ଆମେ ପାଉଲଙ୍କୁ ଜାହାଜରେ ନେଇ ଯିବାର ସ୍ଥିର ହୋଇଥିଲା, କାରଣ ସେ ସ୍ଥଳପଥରେ ଯାଇ ସେହି ସ୍ଥାନରେ ପହଞ୍ଚିବେ ବୋଲି କହିଥିଲେ।


Swiv nou:

Piblisite


Piblisite