Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:8 - ପବିତ୍ର ବାଇବଲ (CL) NT (BSI)

8 ଯେଉଁ ଉପର କୋଠରୀରେ ଆମେ ସଭା କରିଥିଲୁ, ସେଠାରେ ଅନେକ ପ୍ରଦୀପ ଜଳୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଉଁ ଉପର କୋଠରିରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ପ୍ରଦୀପ ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା।

Gade chapit la Kopi




ପ୍ରେରିତ 20:8
4 Referans Kwoze  

ସହରକୁ ଯାଇ ସେମାନେ ରହୁଥିବା କୋଠରୀରେ ପ୍ରବେଶ କଲେ। ସେହି ପ୍ରେରିତ ଶିଷ୍ୟମାନେ ହେଉଛନ୍ତି ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମି, ମାଥିଉ ଓ ଆଲଫିଙ୍କ ପୁତ୍ର ଯାକୁବ, ଦେଶପ୍ରେମୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୁଦା।


ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।”


“ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ।


ସେଠାରେ ଇଉଟିକସ୍ ନାମକ ଜଣେ ଯୁବକ ଝରକା ଉପରେ ବସିଥିଲା, ପାଉଲ କଥା କହୁଥିବା ସମୟରେ ତାକୁ ନିଦ ଲାଗି ଆସିଲା। ସେ ନିଦ୍ରାଭିଭୂତ ହୋଇ ତିନି ମହଲା ଉପରୁ ତଳେ ପଡ଼ିଗଲା। ସେମାନେ ତାକୁ ଉଠାଇବାବେଳେ ସେ ମରି ଯାଇଥିଲା।


Swiv nou:

Piblisite


Piblisite